ଆର୍‌. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଆର୍‌.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ତଥା ୧୯୯୫ ବ୍ୟାଚ୍‌ର ଚିତ୍ରା ଅରୁମୁଗମ୍‌ଙ୍କୁୁ ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବା ବେଳେ ସରକାର ଗୋପାଳନଙ୍କୁ ଏହି ବିଭାଗ ଦାୟିତ୍ୱ ଦେଇଛନ୍ତି।

ଇଛି।

Share