ଆର୍‌ ସନ୍ଥଗୋପାଳନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୩।୭: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍‌ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ପୂର୍ବରୁ ସିଇଓ ଥିବା ନିକୁଞ୍ଜବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ମିଳିବା ପରେ ସିଇଓ ପଦବୀ ଖାଲି ପଡିଥିଲା । କିଏ ନୂଆ ସିଇଓ ହେବ ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା । ଆଉ ଶେଷରେ ଆର.ସନ୍ଥଗୋପାଳନଙ୍କୁ ନିଯୁକ୍ତ କରାଯାଇଛି ।

 

Share