Posted inଫୁରସତ

୧୦୦ କୋଟି ହୀରା-ମୋତି ଅଳଙ୍କାରରେ ଝଲସିଲେ ରାଧାକୃଷ୍ଣ

ଗ୍ବାଲିଅର,୧୨।୮- ସାରା ଦେଶରେ ଜନମାଷ୍ଟମୀ ପର୍ବ ପାଳନ କରାଯାଉଛି। ତେବେ ମହାମାରୀ କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ ଏକ ନିଷେଧାଦେଶ ରହିଛି। ଏଭଳି ପରିସ୍ଥିତିରେ ଲୋକମାନେ ଘର ଏବଂ ସୋସିଆଲ ମିଡିଆ ମାଧ୍ୟମରେ ଶ୍ରୀକୃଷ୍ଣଙ୍କୁ ଦେଖୁଛନ୍ତି। ଏହି ଅବସରରେ ମଧ୍ୟପ୍ରଦେଶସ୍ଥିତ ଗ୍ବାଲିଅର ଗୋପାଳ ମନ୍ଦିରରେ ପ୍ରଭୁ ରାଧାକୃଷ୍ଣଙ୍କୁ ୧୦୦ କୋଟିରୁ ଅଧିକ ମୂଲ୍ୟର ଅଳଙ୍କାରରେ ସଜାଯାଇଛି। କଡା ସୁରକ୍ଷା ମଧ୍ୟରେ ଜିଲା ରାଜକୋଷରୁ ହୀରା-ମୋତି ଅଳଙ୍କାରକୁ ମନ୍ଦିରକୁ ଅଣାଯାଇଥିଲା। ପରେ ୨୦୦ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ରାଧାକୃଷ୍ଣଙ୍କୁ ଅଳଙ୍କାର ପିନ୍ଧା ଯାଇଥିଲା। ଏହି ସମୟରେ ସିସିଟିଭି କ୍ୟାମେରା ନଜର ରଖିଥିଲା।
ପ୍ରକାଶ ଯେ, ଫୁଲବାଗରେ ନିର୍ମିତ ଏହି ଗୋପାଳ ମନ୍ଦିର ୧୯୨୧ ମସିହାରେ ସିନ୍ଧିଆ ରାଜବଂଶ ଦ୍ୱାରା ନିର୍ମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି,...

ଶିଶୁପ୍ରେମୀ ଚାଚା ନେହେରୁ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହରଲାଲ ନେହେରୁ ଜଣେ ସଚ୍ଚା ଶିଶୁପ୍ରେମୀ ଥିଲେ। ତେଣୁ ତାଙ୍କର ଜନ୍ମ ଦିନ ୧୪ ନଭେମ୍ବର(୧୮୮୮ ମସିହା)କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri