Posted inଜାତୀୟ

ଆସାମରେ ପହଞ୍ଚିଲା ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ନୂଆଦିଲ୍ଲୀ,୧୮।୧: କଂଗ୍ରେସର ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ଗୁରୁବାର ନାଗାଲାଣ୍ଡରୁ ଆସାମ ପହଞ୍ଚିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବାହାରିଥିବା ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ୧୫ ରାଜ୍ୟର ୧୧୦ ଜିଲା ଦେଇ ଗତି କରିବ। ଏହି ଯାତ୍ରା ନାଗାଲାଣ୍ଡର ଶିବସାଗର ଜିଲାର ହଲୁୱାଟିଂ ହୋଇ ଆସାମ ପହଞ୍ଚିଛି।

ଗାନ୍ଧୀଙ୍କୁ ହଲୁୱାଟିଂରେ ଶତାଧିକ ଦଳ କର୍ମୀ ସ୍ବାଗତ କରିଥିଲେ ଏବଂ ତାଙ୍କର ଆଠ ଦିନିଆ ରାଜ୍ୟ ଗସ୍ତ ପାଇଁ କଂଗ୍ରେସର ଆସାମ ୟୁନିଟର ନେତାମାନଙ୍କୁ ଜାତୀୟ ପତାକା ହସ୍ତାନ୍ତର କରାଯାଇଛି।

କଂଗ୍ରେସ ନେତାଙ୍କୁ ୬,୭୧୩ କିଲୋମିଟର ଲମ୍ବା ଯାତ୍ରା ୧୪ ଜାନୁଆରୀକୁ ମଣିପୁରରୁ ଆରମ୍ଭ ହୋଇଥିଲା ଏବଂ ୨୦ ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ। ଆସାମରେ ଏହି ଯାତ୍ରା ୨୫ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ।...

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌...

ଡରେଇଲାଣି ଏଚ୍‌ଏମ୍‌ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ୍‌ (ଏଚ୍‌ଏମ୍‌ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ...

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri