Categories: ଜାତୀୟ

ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଶୁକ୍ରବାର ଶୁଣାଣି କରିବେ ଏସ୍‌ସି

ନୂଆଦିଲ୍ଲୀ,୨୦।୭: ମୋଦି ଉପନାମ ସହ ଜଡିତ ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିବେ। ଜଷ୍ଟିସ ବି.ଆର ଗବଇ ଏବଂ ପ୍ରଶାନ୍ତ କୁମାର ମିଶ୍ରା ଶୁଣାଣି ବେଞ୍ଚରେ ରହିବେ।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଯାହାକୁ ଚ୍ୟାଲେଞ୍ଜ କରି ରାହୁଲ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।

Share