ଓଡ଼ିଶାରେ ରାହୁଲ ଗାନ୍ଧୀ

ସୁନ୍ଦରଗଡ,୬ା୨ଜୟ ନାରାୟଣ ମେଣ୍ଡୁଳି): ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ମାସ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି। ଏହି ଅବସରରେ ଦଳୀୟ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।

ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରା ପ୍ରସାଦ ବାହିନୀପତି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri