ରାହୁଲ ଗାନ୍ଧୀଙ୍କୁ ଆମେରିକାରେ ସ୍ବାଗତ

ଡଲାସ, ୯।୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ତାଙ୍କୁ ଡଲାସ୍‌ରେ ଭାରତୀୟମାନେ ସ୍ବାଗତ କରିଛନ୍ତି। ଏହି ଅବସରରେ ରାହୁଲଙ୍କ ସହ ଇଣ୍ଡିଆନ୍‌ ଓଭରସିଜ୍‌ କଂଗ୍ରେସ(ଆଇଓସି) ନେତା ସାମ୍‌ ପିଟ୍ରୋଡା ଉପସ୍ଥିତ ଥିଲେ। ରାହୁଲ ଏହାର ଫଟୋ ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’ରେ ଶେୟାର କରିଛନ୍ତି। ରବିବାର ଡଲାସର ଟେକ୍ସାସ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷାବିତ୍‌ଙ୍କ ସହ ରାହୁଲ ଆଲୋଚନା କରିବା ସହ ଭାରତୀୟ ସମୁଦାୟର କିଛି ଟେକ୍ନୋକ୍ରାଟଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିନ୍ସ ଓ୍ବିଲିୟମ୍‌ ସବୁଠୁ ଆକର୍ଷଣୀୟ ଚନ୍ଦା ପୁରୁଷ

ଲଣ୍ଡନ, ୧୪।୧୧: ବ୍ରିଟେନ୍‌ ଯୁବରାଜ ଓ୍ବିଲିୟମ(୪୨)ଙ୍କୁ ଚଳିତ ବର୍ଷର ସବୁଠୁ ଆକର୍ଷଣୀୟ ଚନ୍ଦା ପୁରୁଷ ଭାବେ ନାମିତ କରାଯାଇଛି। ସର୍ଚ୍ଚ ମାର୍କେଟିଂ ଏଜେନ୍ସି ‘ରିବୁଟ’ ପକ୍ଷରୁ...

ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେଙ୍କୁ ‘ବୁକର’

ଲଣ୍ଡନ୍‌,୧୪ା୧୧: ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେ ଚଳିତ ବର୍ଷର ସମ୍ମାନଜନକ ବୁକର ପୁରସ୍କାର ପାଇଛନ୍ତି। ସାମନ୍ଥା ତାଙ୍କର ମହତ୍ତ୍ୱାକାଂକ୍ଷୀ ତଥା ସୁନ୍ଦର ଉପନ୍ୟାସ ‘ଅର୍ବିଟାଲ’ ପାଇଁ...

ମହାକାଶରୁ ବାର୍ତ୍ତା ପଠାଇଲେ ସୁନୀତା

ଓ୍ବାଶିଂଟନ, ୧୪।୧୧: ଆମେରିକୀୟ ମହାକାଶ ସଂସ୍ଥା(ନାସା)ର ଆଷ୍ଟ୍ରୋନଟ ସୁନୀତା ଓ୍ବିଲିୟମ୍ସ ବୁଧବାର ଆନ୍ତ୍ରର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍‌ଏସ୍‌)ରୁ ନିଜ ସ୍ବାସ୍ଥ୍ୟ ସମ୍ବନ୍ଧରେ ସୂଚନା ଦେଇଛନ୍ତି। ଏକ ଭିଡିଓ...

ଅନ୍ତରଙ୍ଗ ଭିଡିଓ ଭାଇରାଲ: ଆକାଉଣ୍ଟ ବନ୍ଦକଲେ ଇନ୍‌ଫ୍ଲୁଏନ୍ସର

ଇସ୍‌ଲାମାବାଦ, ୧୪।୧୧: ପାକିସ୍ତାନୀ ଇନ୍‌ଫ୍ଲୁଏନ୍ସର ତଥା ଟିକ୍‌ଟକ୍‌ ଷ୍ଟାର୍‌ ଇମ୍‌ଶା ରେହମାନଙ୍କର ଏକ ଅନ୍ତରଙ୍ଗ ଭିଡିଓ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକରେ ଭାଇରାଲ ହେବାରେ ଲାଗିଛି,...

ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ସାକ୍ଷାତ କଲେ ବାଇଡେନ-ଟ୍ରମ୍ପ; କ୍ଷମତା ହସ୍ତାନ୍ତର ନେଇ ହେଲା ଆଲୋଚନା

ନୂଆଦିଲ୍ଲୀ,୧୩ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପ ପ୍ରଥମଥର ପାଇଁ ସାକ୍ଷାତ କରିଛନ୍ତି। ବୈଠକ ଆରମ୍ଭରେ ବାଇଡେନ ଟ୍ରମ୍ପଙ୍କୁ ସ୍ୱାଗତ...

‘୩୭୦’ କୁ ନେଇ ଇନ୍ଦିରାଙ୍କୁ ମାନେ ପକାଇଲେ ଅମିତ ଶାହା, ଜାଣନ୍ତୁ କାହିଁକି ?

ପରଭାନି/ଜଲଗାଓଁ/ଧୁଲେ,୧୩ା୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସ୍ବର୍ଗରୁ ଓହ୍ଲାଇ ଆସିଲେ ବି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିପାରିବେ...

ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କଲେ ଯୋଗୀ ସରକାର, କହିଲେ…

ଲକ୍ଷ୍ନୌ,୧୩।୧୧: ୟୁପିର ଯୋଗୀ ସରକାର ସୁପ୍ରିମକୋର୍ଟଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଇଥିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଜଣେ ଅଭିଯୁକ୍ତ ବୋଲି ତାଙ୍କ ଘରକୁ ଭାଙ୍ଗିଦିଆଯିବା ଉଚିତ...

୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri