Posted inଜାତୀୟ

ରାହୁଲ ଗାନ୍ଧୀ କାଗଜ ବାଘ: କବିତାଙ୍କ କଟାକ୍ଷ…

ହାଇଦ୍ରାବାଦ,୨୧।୧୦ : ସମସ୍ତ ରାଜନୈତିକ ଦଳ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାରେ ଲାଗିଛନ୍ତି। ନିଜ ନିଜ ବିଜୟ ଦାବି କରି ଦଳର ନେତାମାନେ ରାଜ୍ୟ ନିର୍ବାଚନ ରାଲିରେ ସମ୍ବୋଧିତ କରୁଛନ୍ତି। କଂଗ୍ରେସର ବିଜୟରେ ଆତ୍ମବିଶ୍ୱାସ ପ୍ରକାଶ କରି ରାହୁଲ ଗାନ୍ଧୀ ମଧ୍ୟ ତେଲେଙ୍ଗାନା ଗସ୍ତରେ ଯାଇଥିଲେ। ରାଜ୍ୟରେ ନିର୍ବାଚନ ରାଲିରେ ମଧ୍ୟ ଭାଜପାର ବରିଷ୍ଠ ନେତାମାନେ ଯୋଗଦେଉଛନ୍ତି। ଅଭିଯୋଗ ଏବଂ ପ୍ରତିବାଦ ରାଜନୀତି ମଧ୍ୟରେ ପରସ୍ପରକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସମାଲୋଚନା ଯାଉଛି।

ଗୋଟିଏ ପଟେ ରାହୁଲ ଗାନ୍ଧୀ ବିଆରଏସ ସରକାର ଦୁର୍ନୀତିଗ୍ରସ୍ତ ବୋଲି କହିଛନ୍ତି। ଏହା ପରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ବିଆରଏସ ଏମଏଲସି କେ. କବିତା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ରାହୁଲ ଜଣେ କାଗଜ ବାଘ। ସେ ସ୍ଥାନୀୟ ରାଜନୀତି ବୁଝନ୍ତି ନାହିଁ। ସ୍ଥାନୀୟ ପରମ୍ପରା କିମ୍ବା ସଂସ୍କୃତି ବିଷୟରେ ତାଙ୍କର କୌଣସି ଜ୍ଞାନ ନାହିଁ। ଆପରଣ ତେଲେଙ୍ଗାନାକୁ ଆସନ୍ତୁ, କିନ୍ତୁ ଆପଣ ଦୟାକରି ସର୍ବସାଧାରଣରେ କ’ଣ କହୁଛନ୍ତି ତାହାର ସମୀକ୍ଷା କରନ୍ତୁ। ମନେରଖନ୍ତୁ ତେଲେଙ୍ଗାନା ହେଉଛି ସର୍ବୋଚ୍ଚ ରାଜନୈତିକ ସଚେତନ ଥିବା ରାଜ୍ୟ। କାରଣ ଆମେ ଆମ ରାଜ୍ୟ ପାଇଁ ଲଢୁଛୁ। ଆମେ ଆମ ରାଜ୍ୟ ପାଇଁ ଜୀବନ ଦେଇଛୁ।

ପରବର୍ତ୍ତୀ ସମୟରେ ଯେତେବେଳେ ଆପଣ ରାଜ୍ୟକୁ ଆସିବେ, ଦୋସା ଷ୍ଟଲରେ ଦୋସା ଖାଇବା ପରିବର୍ତ୍ତେ ଶହୀଦଙ୍କ ମାତାଙ୍କ ନିକଟକୁ ଯାଆନ୍ତୁ। ଆପଣ ସେମାନଙ୍କର ଯନ୍ତ୍ରଣା ଜାଣିବେ। ଖାଲି ଦୋସା ଖାଇଲେ ଚଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri