Posted inଜାତୀୟ

ନିର୍ବାଚନୀ ପ୍ରଚାରବେଳେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଏମିତି ଉପହାର, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଚଣ୍ଡିଗଡ,୨।୧୦: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ତାଙ୍କ କାର୍ଯ୍ୟକର୍ତ୍ତାମାନେ ଏକ ଉପହାର ଦେଇଛନ୍ତି। ଏହା ସହ ଜଡିତ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଘିଅ ଉପହାର ଦେଇଥିବା କଂଗ୍ରେସ କର୍ମୀ ହେଉଛନ୍ତି ତାଙ୍କ ଗାଁର ମୁଖ୍ୟ। କଂଗ୍ରେସ କର୍ମୀ କହିଛନ୍ତି, ସେ ତାଙ୍କ ନେତା ରାହୁଲ ଗାନ୍ଧୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ, କାରଣ ସେ ଦିନରାତି ପରିଶ୍ରମ କରୁଛନ୍ତି।

ରାହୁଲ ଗାନ୍ଧୀଙ୍କୁ ଦେଶୀ ଘିଅ ଦେଇଥିବା ବ୍ୟକ୍ତି କହିଛନ୍ତି, ଏହାପୂର୍ବରୁ ସେ ଦୀପେନ୍ଦ୍ର ହୁଡାଙ୍କୁ ୧୦ କିଲୋଗ୍ରାମ ଦେଶୀ ଘିଅ ମଧ୍ୟ ଦେଇଥିଲେ। ଏବେ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ୧୦ କିଲୋଗ୍ରାମ ଦେଶୀ ଘିଅ ଦେଇଛନ୍ତି। କଂଗ୍ରେସ କର୍ମୀ କହିଛନ୍ତି ଯେ ସେ ପିଲାଦିନରୁ ଦେଶୀ ଘିଅ ଖାଉଛନ୍ତି। ଦେଶୀ ଘିଅ ଶକ୍ତି ପ୍ରଦାନ କରେ ଏବଂ ଏହି ବୟସରେ ରାହୁଲ ଗାନ୍ଧୀ ନିର୍ବାଚନ ପାଇଁ ବହୁତ ପରିଶ୍ରମ କରୁଛନ୍ତି। ଏପରି ପରିସ୍ଥିତିରେ ସେ ଦେଶୀ ଘିଅ ଖାଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ବଦଳିପାରେ ବିହାର ରାଜନୈତିକ ଦୃଶ୍ୟପଟ

ନୂଆଦିଲ୍ଲୀ,୨।୧୦: ପୂର୍ବତନ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ଦୀର୍ଘ ଦିନର ବିଚାର ବିମର୍ଷ ପରେ ବୁଧବାର ତାଙ୍କ ‘ଜନ...

ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର...

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…

ପାଟ୍‌ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ...

ହୋଇଗଲା ଫାଇନାଲ! ଏଠି ରହିବେ ପୂର୍ବତନ ସିଏମ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ଅରବିନ୍ଦ କେଜରିୱାଲ ନିଜ ବାସଭବନ ପରିବର୍ତ୍ତନ କରିଛନ୍ତି। କେଜରିଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଖାଲି କରିବାକୁ...

ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ

ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍‌ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍‌କରୋଭି ନାମକ ଜଣେ...

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି।...

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri