Posted inଜାତୀୟ

‘ଏକ ବଳାତ୍କାରୀଙ୍କୁ କ’ଣ ପାଇଁ ରକ୍ଷା କରୁଛନ୍ତି ମୋଦି ଜୀ’, ପ୍ରଧାନମନ୍ତ୍ରୀଙ୍କୁ ଏମିତି ପ୍ରଶ୍ନ କାହିଁକି ପଚାରିଲେ ରାହୁଲ

ନୂଆଦିଲ୍ଲୀ,୨୩।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦ୍ୱିତୀୟ ଚିଠି ଲେଖି ମହିଳାଙ୍କ ଯୌନ ଶୋଷଣର ଅଭିଯୁକ୍ତ ପ୍ରଜ୍ୱଳ ରେଭନ୍ନାଙ୍କ କୂଟନୈତିକ ପାସପୋର୍ଟକୁ ତୁରନ୍ତ ବାତିଲ କରିବାକୁ ଦାବି କରିଛନ୍ତି। ସେ ଏକ୍ସରେ ପୋଷ୍ଟ କରି ପିଏମ ମୋଦିଙ୍କୁ ଏହି ଦାବି କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସିଦ୍ଦରାମାୟାଙ୍କ ପୋଷ୍ଟକୁ ରିପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପ୍ରଶ୍ନ ପଚାରଛନ୍ତି, ପ୍ରଧାନମନ୍ତ୍ରୀ, ଆପଣ ଜଣେ ଗଣବଳାତ୍କାରୀଙ୍କୁ କାହିଁକି ରକ୍ଷା କରୁଛନ୍ତି?

ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେ ଗୌଡା ତାଙ୍କ ନାତି ପ୍ରଜ୍ୱଳ ରେଭନ୍ନାଙ୍କୁ ଭାରତ ଫେରିବାକୁ ଚେତାବନୀ ଦେଇଥିଲେ ଏବଂ ତାଙ୍କୁ ଆଇନଗତ ପ୍ରକ୍ରିୟାରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri