Posted inଜାତୀୟ

ଓ୍ବାଏନାଡ ଆସନ ଛାଡିପାରନ୍ତି ରାହୁଲ, କାରଣ…

ନୂଆଦିଲ୍ଲୀ,୫।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି। ଫଳାଫଳରେ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏନଡିଏ ମେଣ୍ଟ ୨୯୩ ସିଟ୍‌ ପାଇଥିବାବେଳେ ଇଣ୍ଡିଆ ମେଣ୍ଟ ୨୩୪ ସିଟ୍‌ ପାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ବାରଣାସୀ ଆସନରୁ ଜିତିବା ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲି ଓ ଓ୍ବାଏନାଡ ଆସରୁ ବିଜୟୀ ହୋଇଛନ୍ତି। ତେବେ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ଯେ, ରାହୁଲ ଓ୍ବାଏନାଡ ଆସନ ଛାଡି ପାରନ୍ତି। ସେ ଉତ୍ତରପ୍ରଦେଶର ରାଏବରେଲି ଆସନରୁ କେବଳ ଏମପି ରହିବେ।

ରାହୁଲ ଗାନ୍ଧୀ କ୍ରମାଗତ ଦ୍ୱିତୀୟ ଥର ପାଇଁ କେରଳର ୱାଏନାଡ ଲୋକ ସଭା ଆସନରୁ ଜିତିଛନ୍ତି। ଏଠାରେ ସେ ସିପିଆଇର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଆନି ରାଜାଙ୍କୁ ୩.୬୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ଏଥର ସେ ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନରୁ ଏକ ପ୍ରଚଣ୍ଡ ବିଜୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଧଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…

ନୂଆଦିଲ୍ଲୀ,୧୮।୧୦: ସଧଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେସନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର...

ଦିପାବଳୀ ପୂର୍ବରୁ କୋଟି କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଦେଲେ ସରକାର, ମିଳିବ ନାହିଁ ୧୮ ମାସର ଏରିୟର! ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୮।୧୦: ଏବେ ଉତ୍ସବ ଋତୁ ଚାଲିଛି, ଏହି ସମୟରେ ସରକାରୀ କର୍ମଚାରୀମାନେ ଧନୀ ହେବାରେ ଲାଗିଛନ୍ତି। ଡିଏରୁ ବୋନସ ପର୍ଯ୍ୟନ୍ତ ସବୁକିଛି ମିଳୁଛି ଏମାନଙ୍କୁ। କିନ୍ତୁ...

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ...

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି।...

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri