Posted inଜାତୀୟ

ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ବର୍ତ୍ତମାନ ରାହୁଲ ଗାନ୍ଧୀ ଏହାକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ନିର୍ଦ୍ଦେଶକୁ ପାଳନ କରିବେ। ଏଥିସହ ଲୋକ ସଭାର ଉପସଚିବଙ୍କୁ ରାହୁଲ ଧନ୍ୟବାଦ ଜଣାଇଛନ୍ତି। ତେବେ ସେହି ଘରେ ତାଙ୍କର ଅନେକ ସ୍ମୃତି ରହିଥିବା ରାହୁଲ କହିଛନ୍ତି।

ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ପରେ ସୋମବାର ଏକ ମାସ ଭିତରେ ସରକାରୀ ବଙ୍ଗଳା ଖାଲି କରିବାକୁ ଲୋକ ସଭାର ଗୃହ କମିଟି ସୋମବାର ନୋଟିସ ଜାରି କରିଥିଲା। ଯାହା ପରେ ନୋଟିସକୁ ନେଇ ମଙ୍ଗଳବାର ରାହୁଲ ଏଭଳି ପ୍ରତିକ୍ରିୟା ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜନୌର,୧୦।୧୧: ଉତ୍ତର ପ୍ରଦେଶ ବିଜନୋରର ଖାଲିଫା କଲୋନୀରେ ହୋଇଥିବା ଟ୍ରିପଲ ମର୍ଡର ଘଟଣାରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ସ୍ବାମୀ, ସ୍ତ୍ରୀ ଏବଂ ପୁଅକୁ...

ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ଚେହେରା, ବଡ ସୂଚନା ଦେଲେ ଅମିତ ଶାହା!

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଘଣ୍ଟି ବାଜି ସାରିଛି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମହାରାଷ୍ଟ୍ରରେ ଭାଜପାର ମନିଫେଷ୍ଟୋ ପ୍ରକାଶ କରିଛନ୍ତି।...

‘ସିକନ୍ଦର’ ସେଟରେ ବଢିଲା ସଲମାନଙ୍କ ସୁରକ୍ଷା, ଲରେନ୍ସ ଗ୍ୟାଙ୍ଗର ଧମକ ପରେ…

ମୁମ୍ବାଇ,୧୦।୧୧: ବଲିଉଡ ଦବଙ୍ଗ ସଲମାନ ଖାନ ଏବଂ ରଶ୍ମିକା ମନ୍ଦାନା ଆଗାମୀ ଫିଲ୍ମ ‘ସିକନ୍ଦର’ର ସୁଟିଂ ପାଇଁ ହାଇଦ୍ରାବାଦର ଫାଲକନୁମା ପ୍ୟାଲେସରେ ପହଞ୍ଚିଛନ୍ତି। ଫିଲ୍ମର ସୁଟିଂ...

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ...

ଭାଜପା ଫସଲରେ ପୋକ ଲାଗିଗଲେଣି, ଏବେ ପେଷ୍ଟିସାଇଡ୍ସ ପକାଇବା ଜରୁରୀ…

ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ନେଇ ଉତ୍ତେଜନା ମଧ୍ୟରେ ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ...

କୃଷକଙ୍କ ଋଣ ଛାଡ, ୨୫ ଲକ୍ଷଙ୍କୁ ରୋଜଗାର, ମହିଳା-ବୃଦ୍ଧଙ୍କୁ ୨୧୦୦ଟଙ୍କା, ଭାଜପାର ବଡ଼ ଘୋଷଣା

ମୁମ୍ବାଇ,୧୦।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ନିଜର ମନିଫେଷ୍ଟୋ ବା ଘୋଷଣାପତ୍ର ପ୍ରକାଶ କରିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।...

ଅଭାବନୀୟ: ୫ କୁକୁର ଛୁଆଙ୍କୁ ପେଟ୍ରୋଲ ପକାଇ ଜିଅନ୍ତା ଜାଳିଲେ ୨ ମହିଳା

ମିରଟ, ୧୦।୧୧: ଉତ୍ତରପ୍ରଦେଶର ମିରଟରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସ୍ଥାନୀୟ କଙ୍କରଖେଡ଼ା ଥାନା ଖଡ଼ୌଲି କଲୋନୀରେ ୩ ଦିନ ତଳେ ଜନ୍ମ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri