Posted inଜାତୀୟ

ରାହୁଲ ଜଣେ ତପସ୍ବୀ: ଜୈନ ମୁନି ରମଣିକ…

ନୂଆଦିଲ୍ଲୀ,୧୬।୭ : କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଜୈନ ମୁନି ରମଣିକ ମୁନି ମହାରାଜଙ୍କ ଏକ ଭିଡିଓର ଜବାବ ଦେଇଛନ୍ତି ଯେଉଁଥିରେ ସେ ରାହୁଲ ଗାନ୍ଧୀଙ୍କୁ ୪୦୦୦ କିଲୋମିଟର ଲମ୍ବା ଭାରତ ଯୋଡୋ ଯାତ୍ରା ପାଇଁ ପ୍ରଶଂସା କରିଥିଲେ।

ରମଣିକ ମୁନି ରାହୁଲ ଗାନ୍ଧୀ ସାଧାରଣ ଲୋକଙ୍କ ବିଷୟରେ ପ୍ରକୃତରେ ଚିନ୍ତିତ ଅଛନ୍ତି। ସେମାନଙ୍କ ସଂଘର୍ଷ ବିଷୟରେ ବୁଝନ୍ତି। ଭାରତ ଯୋଡୋ ଯାତ୍ରା ପରେ ତରାହୁଲଙ୍କ ପ୍ରତି ତାଙ୍କର ଦୃଷ୍ଟିକୋଣ ପରିବର୍ତ୍ତିତ ହୋଇଥିବା ରମଣିକ କହିଛନ୍ତି। ରାହୁଲ ଜଣେ ତପସ୍ବୀ ବୋଲି ରମଣିକ କହିଛନ୍ତି।
ରମଣିକ ମୁନିଙ୍କ ବିବୃତ୍ତି ନେଇ ସୁପ୍ରିୟା ଶ୍ରୀନେତ ଟୁଇଟରରେ ଲେଖିଛନ୍ତି, ’ରାହୁଲ ଗାନ୍ଧୀ ବଦଳିଛନ୍ତି – ସେ ସର୍ବଦା ଏହିପରି ଥିଲେ – କୋଟି କୋଟି ଟଙ୍କା ଖର୍ଚ୍ଚ କରି ତାଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବାର ଷଡଯନ୍ତ୍ର ବର୍ତ୍ତମାନ ନଷ୍ଟ ହୋଇଯାଇଛି। ସର୍ବଶେଷରେ, ସୂର୍ଯ୍ୟ ଏବଂ ସତ୍ୟକୁ ଲୁଚାଇବାକୁ କିଏ ସକ୍ଷମ ହୋଇ ପାରିବ କି ?


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image