ଜଗନ୍ନାଥଙ୍କୁ ଆସି ଦର୍ଶନ କରିବେ ରାହୁଲ

ରାୟପୁର/ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ରାହୁଲଙ୍କୁ ମିଳିଛି ନୂଆ ଜୀବନ। ୮୦ ଫୁଟ ଗଭୀର ବୋରଓ୍ବେଲରେ ଖସିପଡ଼ିଥିବା ରାହୁଲ ୩ ଦିନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିଲେ। ସେହି ମହାପ୍ରଭୁଙ୍କ ଦର୍ଶନରୁ ପୁଣି ଥରେ ରାହୁଲ ଆଗକୁ ବଢ଼ିବେ ବୋଲି ପିତା ରାମକୁମାର ସାହୁ କହିଛନ୍ତି। ସେ କହିଛନ୍ତି, ପରିବାର ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାହୁଲ ଶନିବାର ମେଡିକାଲରୁ ଡିସ୍‌ଚାର୍ଜ ହୋଇ ଘରେ ପହଞ୍ଚିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ ରାମକୁମାର। ପ୍ରଭୁ ଜଗନ୍ନାଥ ରାହୁଲଙ୍କୁ ଉଦ୍ଧାର କରିଥିବାରୁ ପ୍ରଥମେ ତାଙ୍କ ଦର୍ଶନ କରିବେ ବୋଲି ରାମକୁମାର କହିଛନ୍ତି।

ସୂଚନାଯୋଗ୍ୟ, ବିଳାସପୁରର ଆପୋଲ ହସ୍ପିଟାଲରୁ ଆଜି ଡିସଚାର୍ଜ ହୋଇ ନିଜ ଗାଁ ପିହିରିଦକୁ ଫେରିଛନ୍ତି ରାହୁଲ। ଗ୍ରାମବାସୀ ବାଜା, ରୋଷଣୀରେ ରାହୁଲଙ୍କୁ ଘରକୁ ପାଛୋଟି ନେଇଥିଲେ। ଖୁସିରେ ଆତ୍ମହରା ହୋଇଉଠିଛନ୍ତି ପରିବାର ଲୋକେ।

ସୂଚନାଯୋଗ୍ୟ, ବିଳାସପୁରର ଆପୋଲ ହସ୍ପିଟାଲରୁ ଆଜି ଡିସଚାର୍ଜ ହୋଇ ନିଜ ଗାଁ ପିହିରିଦକୁ ଫେରିଛନ୍ତି ରାହୁଲ। ଗ୍ରାମବାସୀ ବାଜା, ରୋଷଣୀରେ ରାହୁଲଙ୍କୁ ଘରକୁ ପାଛୋଟି ନେଇଥିଲେ। ଖୁସିରେ ଆତ୍ମହରା ହୋଇଉଠିଛନ୍ତି ପରିବାର ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ...

ଭିଡିଓ କଲ୍‌ କରି ଡାକ୍ତରଖାନା ଫ୍ୟାନ୍‌ରେ ଝୁଲିପଡ଼ିଲେ କର୍ମଚାରୀ, ଖିଅ ଖୋଜୁଛି ପୋଲିସ

ଦେବଗଡ଼,୨୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଜଣେ ଯୁବକ ସ୍ବାସ୍ଥ୍ୟକେନ୍ଦ୍ରର ଏକ କଠୋରି ଭିତରେ ଲାଗିଥିବା ପଙ୍ଖାରେ...

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ...

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା...

ବିସ୍ଫୋରଣ ଯୋଜନା ପଣ୍ଡ, ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା

ଇମ୍ଫାଲ,୨୫।୧୨: ଭାରତୀୟ ସେନା, ଆସାମ ରାଇଫଲ୍ସ ଏବଂ ମଣିପୁର ପୋଲିସ ମଙ୍ଗଳବାର (୨୪ ଡିସେମ୍ବର ୨୦୨୪)ରେ ଚୁରାଚାନ୍ଦପୁର ଜିଲାର ଇମ୍ଫାଲ-ଚୁରାଚାନ୍ଦପୁର ରାସ୍ତାରେ ଥିବା ଏକ ବ୍ରିଜ...

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼...

ଅଲ୍ଲୁ ଅର୍ଜୁନ ପହଞ୍ଚିବା ପୂର୍ବରୁ ହିଁ ଭିଡ ହୋଇଥିଲା ଅସମ୍ଭାଳ, ଭାଙ୍ଗି ଯାଇଥିଲା ଗେଟ୍‌, ଆସିଲା ସିସିଟିଭି ଫୁଟେଜ

ଚେନ୍ନାଇ,୨୫।୧୨: ଡିସେମ୍ବର ୪ରେ ହାଇଦ୍ରାବାଦର ସାା ଥିଏଟରରେ ଘଟିଥିବା ଷ୍ଟାମ୍ପଡେଡର ଏକ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ଏହି ୧୪ସେକେଣ୍ଡର ଭିଡିଓରେ କୌଣସି ଶବ୍ଦ ବା...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri