୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା

ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ।
ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ଖାର୍ଗେ ମେ ୨୯, ଦିନ ୧୧ଟାରେ ବାଲେଶ୍ୱର ଏବଂ ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ସଭା କରିବେ। ମେ ୩୦, ୧୧ଟାରେ ସିମୁଳିଆ ସାନମହିତପୁରରେ ରାହୁଲ ସଭା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image