ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ କରିଛି । ତେବେ ଏଯାବତ୍‌ ହୋଇଥିବା ଚଢ଼ାଉରେ ମିଶ୍ରଙ୍କ ଘରୁ ପୁଳା ପୁଳା ସୁନା, ସୁନାର ଠାକୁର ମୂର୍ତ୍ତି, ରୂପା, ହୀରା ହାର ଓ ରୂପା ବାସନ ଜବତ ହୋଇଛି। ଭୁବନେଶ୍ୱର ଘରୁ କେଜି କେଜି ସୁନା, ରୁପା, ହୀରା ଏବଂ ନଗଦ ଟଙ୍କା ଜବତ ହୋଇଛି। ଏଥିସହ ମର୍ସିଡିଜ କାର। ଅନ୍ୟପକ୍ଷେ ଗଣତି ଜାରି ରହିଛି।
ସୂଚନାଯୋଗ୍ୟ, ଏହି ଚଢାଉରେ ୧୨ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍‌ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସମ୍ପର୍କୀୟଙ୍କ ଘରେ ରେଡ ଚାଲିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri