ନୟାଗଡ଼ର ୪ ଜେଲ୍‌ରେ ବଡ଼ ଧରଣର ଚଢ଼ାଉ, ଜେଲ୍‌ ଭିତରେ ଯାହା ଚାଲିଥିଲା ପୋଲିସ ଦେଖି…

ନୟାଗଡ଼,୨୫ା୮(ଲୋକନାତ ମିଶ୍ର): ରବିବାର ନୟାଗଡ଼ ଜିଲାର ୪ ଜେଲ୍‌ରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମୁଖ୍ୟ ଜେଲ୍‌ ସମେତ ଜିଲାର ରଣପୁର, ଦଶପଲ୍ଲା, ଖଣ୍ଡପଡ଼ା ସବ୍‌ଜେଲ୍‌ରେ ଆଜି ଭୋର୍‌ ସମୟରୁ ଏହି ଚଢ଼ାଉ ହୋଇଛି। ଜେଲ୍‌ ଭିତରେ ବେଆଇନ କାର୍ଯ୍ୟ ଚାଲୁଥିବା ନେଇ ସୂଚନା ମିଳିବା ପରେ ଚଢ଼ାଉ ହୋଇଥିଲା। ଜିଲାର ବରିଷ୍ଠ ପୋଲିସ ଅଧିକାରୀ,ସ୍ଥାନୀୟ ପୋଲିସ ଏବଂ ମ୍ୟାଜିଷ୍ଟ୍ରେଟ୍‌ଙ୍କୁ ନେଇ ଏହି ଚଢ଼ାଉ ହୋଇଛି। ନୟାଗଡ଼ ଜେଲ୍‌ ଭିତରେ ବିଭିନ୍ନ ବେଆଇନ ସାମଗ୍ରୀ ଦେଖି ପୋଲିସ ତାଜୁବ ହୋଇଯାଇଛି। ଜେଲ୍‌ ଅନ୍ତେବାସୀଙ୍କଠାରୁ ପ୍ରାୟ ୧୫ ହଜାର ଟଙ୍କା,ବିଡ଼ି, ସିଗାରେଟ୍‌, ଖଇନି ଏବଂ ଦିଆସିଲି ବହୁମାତ୍ରାରେ ଜବତ କରାଯାଇଛି।
ସେହିପରି ଦଶପଲ୍ଲା ଉପକାରାଗାରରୁ ବ୍ୟାପକ ମାଦକ ଦ୍ରବ୍ୟ ମିଳିଛି। ବିପୁଳ ପରିମାଣର ଗୁଟ୍‌ଖା, ଖଇନି, ବିଡି ସହ ବ୍ଲେଡ୍‌ ଜବତ ହୋଇଛି। ଅନୁମତି ନ ଥିବା ସତ୍ତ୍ୱେ ଜେଲ୍‌ ଭିତରକୁ ଗୁଟ୍‌ଖା, ବିଡ଼ି କେମିତି ଆସିଲା ତାକୁ ନେଇ ପ୍ରଶ୍ନ ଉଠିଛି। ଜେଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକଳାପ ଉପରେ ସନ୍ଦେହ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା...

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ...

ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି...

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ...

ମଙ୍ଗଳା ପୂଜା ସାରି ଫେରିବା ବେଳେ ଟଳି ପଡ଼ିଲେ ପୂଜକ

ଆନନ୍ଦପୁର,୨।୪(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଶାସଙ୍ଗ ଗ୍ରାମରେ ବୁଧବାର ଦିନ ମଙ୍ଗଳା ପର୍ବର କଳସ ବିସର୍ଜନ ସାରି ଫେରିବା ବେଳେ ଟଳି...

ପ୍ରଥମ ସପ୍ତାହରେ ଅଭିଯୋଗ ଶୁଣାଣି ନୋହିଲା, ୭ରୁ ହେବ ଆରମ୍ଭ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image