ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌ ଏବଂ ଇନ୍‌କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍‌ କରାଯାଇଛି। ରବିବାର ରାତିରେ ମଧ୍ୟ ରେଡ୍‌ କରାଯାଇଥିଲା। ଆକ୍ରୋଶମୂଳକ ଭାବେ ତାଙ୍କ ସମ୍ମାନ ହାନି ପାଇଁ ଏପରି କରାଯାଉଥିବା ନିରଞ୍ଜନ ଭଦ୍ରକ ଜିଲାପାଳ ତଥା ନିର୍ବାଚନ ଅଧିକାରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ସେ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଭଦ୍ରକ ମୋଟଲ ଛକ ନିକଟରେ ତାଙ୍କ ବଡ଼ ପୁଅ ଦେବୀଜ୍ୟୋତି ପଟ୍ଟନାୟକଙ୍କ ନଁାରେ ମାରୁତି ସୁଜୁକି ଏରିନା ଶୋ’ରୁମ୍‌ ଅଛି। ସେହି ନିକଟରେ ତାଙ୍କର ଏକ ଛୋଟ କାର୍ଯ୍ୟାଳୟ ନିର୍ବାଚନ ପାଇଁ ରହିଛି। ବିଜେଡି କର୍ମୀଙ୍କ ସହ ଫ୍ଲାଇଂ ସ୍କ୍ବାଡ୍‌ ଆସି ରେଡ୍‌ କରିବା ଆଇନ ବିରୋଧୀ। ବିଜେଡି କର୍ମୀମାନେ ତାଙ୍କ ଲୋକଙ୍କୁ ଦୁର୍ବ୍ୟବହାର କରିଥିଲେ। ଏନେଇ ତାଙ୍କ ବଡ଼ପୁଅ ଟାଉନ ଥାନା ଆଇଆଇସି  ଓ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri