ଜିଲା କାରାଗାରରେ ଅତର୍କିତ ଚଢ଼ାଉ, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ। କାରାଗାରର ସମସ୍ତ ସେଲ୍‌ ଏବଂ ସେଠାରେ ରହିଥିବା ବନ୍ଦୀମାନଙ୍କୁ ଯାଞ୍ଚ କରାଯାଇଥିଲା। ଏ ନେଇ ଅଧିକ ତଦନ୍ତ ଚାଲୁଥିବା ଏସ୍‌ପି ମୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ...

ବ୍ରହ୍ମଚାରିଣୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା’ ସମଲେଶ୍ବରୀ ବ୍ରହ୍ମଚାରିଣୀ ବେଶରେ...

୨ ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ:ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ଓ୍ବାର୍ଡମେମ୍ବର

ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୭ ଜଣ ୱାର୍ଡମେମ୍ବର ଓ...

କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

କୋରାପୁଟ,୪ା୧୦: ଜିଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ କରାଯାଇଛି। କୋରାପୁଟ ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଥିବାବେଳେ...

ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି

କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ...

ଭାଜପା ବିରୋଧରେ ବିଜେଡିର ସାଂଘାତିକ ଅଭିଯୋଗ: ଝାଡ଼ଖଣ୍ଡ ନିର୍ବାଚନର ଓ୍ବାର୍‌ ରୁମ୍‌ ସାଜିଛି ରାଜଭବନ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ନିକଟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିବା ଘଟଣାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି।...

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର...

ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଖୁଣ୍ଟୁଣୀ,୪ା୧୦(ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ କରାଯିବ। ଏହାକୁ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ କରିବା ପାଇଁ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri