ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି।
ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଥିଲା। ପବନ ବୋହିବା ସହ ବିଜୁଳି, ଘଡଘଡି ସହ ବର୍ଷା ହୋଇଥିଲା। କିଛି ସ୍ଥାନରେ କୁଆ ପଥର ପଡିଥିଲା। ଦାରିଙ୍ଗବାଡିର ସିମନବାଡି, ବ୍ରାହ୍ମଣୀଗାଁ, ବୁଡ଼ାଗୁଡା, କିଟିକୁଟି, ଗ୍ରୀନବାଡି,ବାଡାବାଙ୍ଗା ଆଦି ବିଭିନ୍ନ ପଞ୍ଚାୟତରେ ବର୍ଷା ହୋଇଛି। ଖବର ଲେଖିବା ସୁଦ୍ଧା ବର୍ଷା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ...

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ...

ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି...

ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଲ

ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା

କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି।...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image