ପ୍ରବଳ ବର୍ଷା: ବାଲିଗୁଡା ଜଳମଗ୍ନ

କୋଟଗଡ,୨୦।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ବାଲିଗୁଡା ବସଷ୍ଟାଣ୍ଡ ଏବଂ ଆଖପାଖ ଅଞ୍ଚଳରେ ଲୋକଙ୍କ ଘରେ ବର୍ଷା ପାଣି ପଶିଯାଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏହା ସହିତ ରାସ୍ତା ଉପରେ ପାଣି ଜମି ରହିଥିବାରୁ ଯାନବାହାନ ଚଳାଚଳ ବନ୍ଦ ରହିଛି । ଗତ ରାତିଠାରୁ ଏ ପର୍ଯ୍ୟନ୍ତ ବର୍ଷା ଲାଗି ରହିଛି। ତେବେ ଏହି ବର୍ଷା ଯଦି ଆଉ କିଛି ସମୟ ଲାଗି ରହିବ ତା’ହେଲେ ବାଲିଗୁଡା ସହର ତଥା ଆଖପାଖ ଅଞ୍ଚଳରେ ବନ୍ୟା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri