ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ ଉବୁଟୁବୁ ହୋଇଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ବେଳେ ବର୍ଷା ଜଳ ନିଷ୍କାସନରେ ବାଧାପ୍ରାପ୍ତ ହେବା ସହିତ ଦୋକାନ ଭିତରେ ପାଣି ପଶିଛି।

ବହୁ ଦୋକାନରେ ପାଣି ପଶିଥିବା ବେଳେ ଲକ୍ଷାଧିକ ଟଙ୍କାର ଇଲୋକଟ୍ରୋନିକ୍ସ ଜିନିଷ କ୍ଷତି ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି। ଅନେକ ଦୋକାନର ଏହିଭଳି ଅବସ୍ଥା ହୋଇଥିବା ଯୋଗୁ ଦୋକାନୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ବହୁ ପୁରାତନ ମାର୍କେଟ କମ୍ପ୍ଲେକ୍ସରେ ଡ୍ରେନେଜ ବ୍ୟବସ୍ଥା ପ୍ରତି ଧ୍ୟାନ ନ ଦେବା, ନିୟମିତ ବ୍ୟବଧାନରେ ମରାମତି କରାନଯିବା କଥା ବ୍ୟବସାୟୀ ମାନେ ଅଭିଯୋଗ କରୁଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ତେଣୁ ଆଗକୁ ଅଧିକ ବର୍ଷା ହେବାର ପାଣିପାଗ ବିଭାଗ ସତର୍କ କରୁଥିବା ଯୋଗୁ ଯୁଦ୍ଧ କାଳିନ ଭିତିରେ ଡ୍ରେନେଜ ବ୍ୟବସ୍ଥା ସୁଧାରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ: ସ୍ବାମୀଙ୍କ ସହିତ ପିଇଓଙ୍କୁ ଧରିଲା ଭିଜିଲାନ୍ସ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜ୍ଞାନ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)...

ମଧ୍ୟାହ୍ନ ଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ...

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ପାଟଣା,୨୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥର ହାତୀବାରୀ ନିକଟରେ ଏକ ଟ୍ରକ ବାଇକ ଆରୋହୀଙ୍କୁ...

ମା’ ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ମା’ଙ୍କ ଶରଣ ପଶିଲେ ଭକ୍ତ

ଛତ୍ରପୁର, ୨୫।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ ହୋଇଛି। ଏଥିଲାଗି ଛତ୍ରପୁର ସହରଓ ଆଖ /ପାଖ...

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ବିଭତ୍ସ ହତ୍ୟା: କିଛି ସନ୍ଦିଗ୍ଧ ଅଟକ

ବଲାଙ୍ଗୀର,୨୫।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଡୁମେରଝରନ ଗାଁର ଜଣେ ଯୁବକଙ୍କ ମୃତଦେହ ନିକଟସ୍ଥ ଏକ ଜଙ୍ଗଲ ଭିତରୁ ଉଦ୍ଧାର କରାଯାଇଛି।...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତର

ହାଟଡିହୀ,୨୫l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର- ଭଦ୍ରକ ୫୩ନଂ ରାଜ୍ୟ ରାଜପଥର ହାଟଡିହୀ ବ୍ଲକ ଅଣା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଏକ ମର୍ମନ୍ତୁଦ ସଡକ...

ସରକାରୀ ବାବୁଙ୍କ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୫।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ତାଙ୍କ ବାସଭବନ...

ମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୋନପୁର,୨୫l୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image