୧୧ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି। ମିଳିଥିବା ଅନୁସାରେ, ୯ ତାରିଖ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲାରେ ବଜ୍ରପାତ, ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ କେତେକ ଜିଲାରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୋମବାର ଭୁବନେଶ୍ୱର-କଟକ ସମେତ ଅନ୍ୟାନ୍ୟ ସ୍ଥାନରେ ଖରାବର୍ଷାର ମିଶ୍ରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…

ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ...

ଦୁର୍ବୃତ୍ତଙ୍କ ଟଣାଓଟରାରେ ଚଳନ୍ତା ସ୍କୁଟିରୁ ପଡିଲେ ଦମ୍ପତି, ପରେ ଲୁଟି ନେଇ…

ବୈଶିଙ୍ଗା,୧୫।୩:(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ହାତୀଝୁରି ଛକରେ ସ୍ପଷ୍ଟ ଦିବାଲୋକରେ ଛିନତାଇ ହୋଇଛି। ଏହି ଘଟଣାରେ...

ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ...

ଦିଲ୍ଲୀରେ ନବୀନ, ଓଡ଼ିଶାରେ ଚହଳ, ଆଗକୁ ହେବ କି ବଡ଼ ଡିଲ୍‌!

ଭୁବନେଶ୍ୱର,୧୪।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। କୁହାଯାଉଛି କି ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨...

ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ...

ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ

ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର...

Blood Moon: ବଦଳିଯିବ ଜହ୍ନର ରଙ୍ଗ, ରାତି ଆକାଶରେ ହୋଇଯିବ ଗାଢ ଲାଲ୍‌

ବଦଳିଯିବ ଜହ୍ନର ରଙ୍ଗ। ଦେଖାଯିବ ଗାଢ ଲାଲ୍‌। ମାର୍ଚ୍ଚ ୧୪ ତାରିଖ ଅର୍ଥାତ୍‌ ହୋଲି ଦିନରେ ଆକାଶରେ ଦେଖି ପାରିବେ ବ୍ଲଡ ମୁନ । ଏପରି...

ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ସୁନା ବେଶ, ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପୁରୀ,୧୪।୩(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଫାଲୁଗନ ମାସ ପୂର୍ଣ୍ଣିମା ତଥା ଦୋଳ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image