ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଆଦି ରହିଛି। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ମଧ୍ୟ ୯ ଜିଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image