ବିଓବିକୁ ରାଜଭାଷା କୀର୍ତ୍ତି ପୁରସ୍କାର

ଭୁବନେଶ୍ୱର,୨୦।୯: କ୍ରମାଗତ ୨ୟ ବର୍ଷ ଲାଗି ବ୍ୟାଙ୍କ ଅଫ ବରୋଦା (ବିଓବି) କୁ ରାଜଭାଷା କୀର୍ତ୍ତି ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷ କରି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବର୍ଗରେ ବିଓବିକୁ ୨୦୨୨-୨୩ ବର୍ଷ ପାଇଁ ରାଜଭାଷା କୀର୍ତ୍ତି ପୁରସ୍କାର ଅଧୀନରେ ଦ୍ୱିତୀୟ ପୁରସ୍କାର ଦିଆଯାଇଛି। ଏପରିକି ୨୦୨୩ ହିନ୍ଦୀ ଦିବସ ଉପଲକ୍ଷେ ପୁଣେ (ମହାରାଷ୍ଟ୍ର)ଠାରେ ଆୟୋଜିତ ୩ୟ ଅଲ ଇଣ୍ଡିଆ ଅଫିସିଆଲ ଲାଙ୍ଗୁଏଜ କନଫରେନସ ଅବସରରେ ବିଓବିର ଏମଡି ତଥା ସିଇଓ ଦେବଦତ୍ତ ଚାନ୍ଦ ଗୃହ ରାଜ୍ୟ ମନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ପିସଓଏଲର ଉପାଧ୍ୟକ୍ଷ ଭର୍ତ୍ତୃହରି ମହତାବ, ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନ ଡିଓଏଲର ସଚିବ ଅଂଶୁଲି ଆରିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ...

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦...

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌...

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri