ଉପଜିଲାପାଳରୁ ଏମ୍‌କେସିଜିର ପ୍ରଶାସନିକ ଅଧିକାରୀ

ବ୍ରହ୍ମପୁର ଅଫିସ,୨୦।୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲର ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ମିଞ୍ଜ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଉପ-ଜିଲାପାଳ କାର୍ଯ୍ୟରତ ଥିଲେ।

କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ମନୋଜ କୁମାର ଖାଡଙ୍ଗାଙ୍କ ତତ୍ତ୍ୱାବଧାନରେ ତାଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏଥିରେ ଏମ୍‌କେସିଜି ଅତିରିକ୍ତ ଅଧିକ୍ଷକ ଡ଼ କିରଣ କୁମାର ପଟ୍ଟନାୟକଙ୍କ ସମେତ ସମସ୍ତ କର୍ମଚାରୀ ପ୍ରଶାସନିକ ଅଧିକାରୀ ମିଞ୍ଜଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏମ୍‌କେସିଜିରେ ପୂର୍ବରୁ ଥିବା ପ୍ରଶାସନିକ ଅଧିକାରୀ ସୁଦାମ ଚରଣ ମଣ୍ଡଳଙ୍କୁ ଶିଳ୍ପ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ ଭାବେ ଗତ ମେ’ ୨୪ରେ ବଦଳି କରାଯାଇଥିଲା। ସେହି ଦିନଠାରୁ ଏମ୍‌କେସିଜିରେ ଏହି ପଦବୀ ଖାଲି ରହିଥିଲା। ବର୍ତ୍ତମାନ ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି...

ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ...

୨ ଖଣି ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇର ବଡ଼ଧରଣର ଚଢ଼ାଉ

ସୁନ୍ଦରଗଡ଼,୮ା୧(ଜୟନାରାୟଣ ମେଣ୍ଡୁଳି): ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍‌ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ...

ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ଛାତ୍ରୀଛାତ୍ର

ରାଇକିଆ,୮।୧(ପ୍ରଦୀପ ବେହେରା): ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ୱରରେ ଆଜିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ବିଶ୍ୱର କୋଣଅନୁକୋଣରୁ...

ବଢୁଛି ଶୀତ, ମହୋତ୍ସବକୁ ନେଇ ଉତ୍ସାହ: ତଦାରଖ କଲେ ବିଡ଼ିଓ

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଦିନକୁ ଦିନ ଶୀତ ଯେମିତି ବୃଦ୍ଧି ପାଉଛି ସେମିତି ଶୀତ ମହୋତ୍ସବକୁ ନେଇ ଉତ୍ସାହ...

ଲୋକଙ୍କୁ ହଇରାଣ କରୁଛି ପୋଲିସ; ପଦକ୍ଷେପ ନେବାକୁ …

କଟକ,୮୧(କାର୍ତ୍ତିକ ସାହୁ): କେତେଜଣ ପୋଲିସ ଅଧିକାରୀ ଯଥେଷ୍ଟ କାରଣ ନ ଥାଇ ଅଥବା ନିଜ ସ୍ବାର୍ଥ ସାଧନ ପାଇଁ ସାଧାରଣ ଲୋକଙ୍କୁ ହଇରାଣ କରୁଛନ୍ତି। ଏପରିକି...

ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ...

ଗଞ୍ଜେଇ ଚାଷରେ ସମ୍ପୃକ୍ତ ୨ ଜେଲ ଗଲେ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର)-ବେଆଇନ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବୋରେଇ ଗାଁର ଇଣ୍ଡମ ବଡ଼ ରଇତ ଏବଂ କେଶବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri