ରଜନୀକାନ୍ତ ଚଳାଉଛନ୍ତି ଏହି ଦାମୀ ଗାଡ଼ି, ଦାମ୍‌ ରହିଛି…

ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ସୁପରଷ୍ଟାର ରଜନୀକାନ୍ତ ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ ଥିବାରୁ ସେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କର ଦେଶୀ ଷ୍ଟାଇଲ୍‌ ପାଇଁ ସେ ମଧ୍ୟ ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇଥାନ୍ତି। ଆଜିକାଲି ତାଙ୍କର ଏକ ଫଟୋକୁ ନେଇ ସେ ଟ୍ରେଣ୍ଡରେ ଅଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ରଜନୀକାନ୍ତଙ୍କ ଏହି ଫଟୋରେ ସେ କାର୍‌ ଚଳାଉଥିବା ଦେଖିବାକୁ ମିଳିଛି। ଏହି ସମୟରେ, ମୁହଁରେ ଧଳା ରଙ୍ଗର ମାସ୍କ ପିନ୍ଧିଛନ୍ତି। ଏହାସହ ଏକ ଧଳା ରଙ୍ଗର କୁର୍ତ୍ତା ଏବଂ ଧୋତି ପିନ୍ଧିଥିବା ନଜର ଆସିଛନ୍ତି। ଏହି ବେଶରେ କୋଟି କୋଟି ଟଙ୍କାର ଏକ ଲମ୍ବୋର୍ଗିନି କାର୍‌ ଚଳାଉଥିବା ଦେଖିବାକୁ ମିଳିଛି। ଏହି ଲମ୍ବୋର୍ଗିନିର ମୂଲ୍ୟ ପ୍ରାୟ ୩ କୋଟି ଟଙ୍କା ଏବଂ ଏହା ରଜନୀକାନ୍ତଙ୍କ ନୁହେଁ, ବରଂ ତାଙ୍କ ଝିଅ ସୋନ୍ଦର୍ଯ୍ୟାଙ୍କର।


ରଜନୀକାନ୍ତ ମଙ୍ଗଳବାର କେଲାମ୍ବାକାମ ଘରୁ ତାଙ୍କ ଫାର୍ମହାଉସକୁ ଯାଇଥିଲେ। ଏହି ସମୟ ମଧ୍ୟରେ, ତାଙ୍କର ଏହି ଫଟୋ ଉଠାଯାଇଥିଲା। ତେବେ ଏହି ଫଟୋକୁ ନେଇ ବିବାଦ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ରେ ରଜନୀକାନ୍ତଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ଅନୁମତି ଅଛି କି? ତେବେ ରଜନୀକାନ୍ତଙ୍କୁ ଶେଷଥର ପାଇଁ ‘ ଦରବାର’ ଫିଲ୍ମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ...

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା...

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ...

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image