ରାଜନୀତିକୁ ଆସନ୍ତୁ ରଜନୀକାନ୍ତ

ଚେନ୍ନାଇ,୧୦ ।୧: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଅଭିନେତା ରଜନୀକାନ୍ତଙ୍କ ସମର୍ଥକମାନେ ଦାବି କରିଛନ୍ତି ଯେ ରଜନୀକାନ୍ତ ରାଜନୀତିକୁ ଆସନ୍ତୁ । ଏହି ଦାବିରେ ସମର୍ଥକମାନେ ଚେନ୍ନାଇର ବଲ୍ଲୁବରକୋଟ୍ଟମରେ ପ୍ରଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ରଜନୀକାନ୍ତ ଡିସେମ୍ବର ମାସରେ ରାଜନୀତିକୁ ଆସିବେ ନାହିଁ ବୋଲି କହିଥିଲେ । ଏହାପରେ ତାଙ୍କର ପ୍ରଶଂସକମାନେ ନିରାଶ ହୋଇଥିଲେ । ୨୦୧୭ରେ ରଜନୀକାନ୍ତ ଘୋଷଣା କରିଥିଲେ କି ସେ ରାଜନୀତିକୁ ଆସିବେ । ହେଲେ ପରେ ସେ ଫିଲ୍ମ ନିର୍ମାଣରେ ବ୍ୟସ୍ତ ରହି ଯାଇଥିଲେ । ପରେ କିନ୍ତୁ କହିଥିଲେ ମୁଁ ମୁଖ୍ୟମନ୍ତ୍ରୀ ହେବି ନାହିଁ ହେଲେ ଏକ ରାଜନୈତିକ ଦଳ ଗଠନ କରିବି । ଡିସେମ୍ବର ୩ରେ ସେ କହିଥିଲେ ଜାନୁୟାରୀ ୨୦୨୧ରେ ତାଙ୍କର ଦଳ ଲଞ୍ଚ ହେବ ଆଉ ଏହାର ଘୋଷଣା ୩୧ ଡିସେମ୍ବରରେ ହେବ । କିନ୍ତୁ ଫିଲ୍ମ ଶୁଟିଂ ସମୟରେ ତାଙ୍କର କେତେଜଣ ମେମ୍ବର କରୋନାରେ ପୀଡ଼ିତ ହେବା ପରେ ରଜନୀକାନ୍ତ ବି ଅସୁସ୍ଥ ହୋଇପଡିଥିଲେ । ହେଲ ସୁସ୍ଥ ହୋଇ ଫେରିବା ପରେ ସେ ଘୋଷଣା କରିଥିଲେ କି ସେ ଆଉ ରାଜନୀତି କରିବେ ନାହିଁ । ଯାହା ତାଙ୍କ ସମର୍ଥକଙ୍କୁ ନିରାଶ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା

ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ...

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ମାତାପିତାଙ୍କ ସେବା ନ କଲେ ମିଳିବ ନାହିଁ ସମ୍ପତ୍ତି

ନୂଆଦିଲ୍ଲୀ,୫।୧: ମାତାପିତାଙ୍କଠାରୁ ତାଙ୍କ ସମ୍ପତ୍ତି ଉପହାର ସ୍ବରୂପ ପାଇବା ପରେ ସେମାନଙ୍କ ଦେଖାରାଖା ନ କରୁଥିବା ପିଲାମାନଙ୍କଠାରୁ ସେହି ସମ୍ପତ୍ତି ଫେରାଇ ନେଇ ହେବ। ବୟସ୍କଙ୍କ...

‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍‌-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ...

ଲାଲୁଙ୍କ ଅଫରକୁ ନେଇ କ୍ଲିୟର କଲେ ନୀତୀଶ

ମୁଜାଫରପୁର,୫।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଗତି ଯାତ୍ରା ସମୟରେ ମୁଜାଫରପୁରରେ ପହଞ୍ଚିଥିଲେ। ଏହି ସମୟରେ ସେ ଇଣ୍ଡିଆ ଆଲାଇନ୍ସରେ ଯୋଗଦେବା ପ୍ରସ୍ତାବକୁ ନେଇ ଜବାବ...

OYOରେ ଆଉ ରୁମ୍‌ ବୁକ୍‌ କରିପାରିବେ ନାହିଁ ଅବିବାହିତ ଯୋଡ଼ି, ଜାଣନ୍ତୁ କେଉଁଠି ଲାଗୁ ହେଲା…

ନୂଆଦିଲ୍ଲୀ,୫।୧: OYOର ବଡ଼ ଘୋଷଣା। କମ୍ପାନୀ ଏହାର ଚେକ୍‌ ଇନ୍‌ ନିୟମରେ ପରିବର୍ତ୍ତନ କରିଛି। ଏଥିସହ ଜଡ଼ିତ ହୋଟେଲରେ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଓୟୋର...

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ

ପୋର୍ଟବ୍ଲେୟାର,୫।୧: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ...

QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି

ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri