Posted inVideo

Ram temple to come up at Ayodhya । ଅଯୋଧ୍ୟାରେ ନିର୍ମାଣ ହେବ ରାମ ମନ୍ଦିର

Featured Video Play Icon

Delivering a unanimous judgment on the long-pending Ayodhya dispute, a five-judge bench of the Supreme Court headed by Chief Justice of India Ranjan Gogoi Saturday said the faith of the Hindus that Lord Ram was born at the site was undisputed. The Court backed the construction of a Ram temple by a trust at the disputed site in Ayodhya, and ruled that an alternative five-acre plot must be found for a mosque in the Hindu holy town.

ରାମ ଜନ୍ମଭୂମି – ବାବ୍ରୀ ମସ୍‌ଜିଦ୍‌ ମାମଲାର ଐତିହାସିକ ରାୟ ଶନିବାର ଆସିଛି। ବିବାଦୀୟ ଜମି ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ ଦେବା ସହିତ ସୁନ୍ନି ୱାକଫ୍‌ ବୋର୍ଡ଼କୁ ଅନ୍ୟତ୍ର ଜାଗା ଦେବାକୁ ସର୍ବୋଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ଅଯୋଧ୍ୟାର ଏକ ପ୍ରମୁଖ ସ୍ଥାନରେ ସୁନ୍ନି ୱାକଫ୍‌ ବୋର୍ଡ଼କୁ ୫ ଏକର ଜମି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆସନ୍ତା ୩ ମାସ ଭିତରେ ଯୋଜନା ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri