
ଭୁବନେଶର,୧୫।୭: ଘଡ଼ଘଡ଼ିରେ ଭୁବନେଶରରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଭାଙ୍ଗିପଡ଼ିଛି। ମନ୍ଦିର ଭିତରେ ସେବାୟତ ଥିବା ବେଳେ ଏହି ଅଘଟଣ ଘଟିଛି। ସଂପୂର୍ଣ୍ଣ ଭାବେ ଦଧିନଉତି ଭାଙ୍ଗି ଯାଇଥିବା ସେବାୟତଙ୍କ ପକ୍ଷରୁ ସୂଚନା ମିଳିଛି।
ଭୁବନେଶର,୧୫।୭: ଘଡ଼ଘଡ଼ିରେ ଭୁବନେଶରରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଭାଙ୍ଗିପଡ଼ିଛି। ମନ୍ଦିର ଭିତରେ ସେବାୟତ ଥିବା ବେଳେ ଏହି ଅଘଟଣ ଘଟିଛି। ସଂପୂର୍ଣ୍ଣ ଭାବେ ଦଧିନଉତି ଭାଙ୍ଗି ଯାଇଥିବା ସେବାୟତଙ୍କ ପକ୍ଷରୁ ସୂଚନା ମିଳିଛି।
ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...
ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...
ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...
ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...
ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...
ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା...
ଭୁବନେଶ୍ୱର, ୨୨ା୪(ସୁନିତ୍ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି...
ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ...