ଭାଙ୍ଗିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶର,୧୫।୭: ଘଡ଼ଘଡ଼ିରେ ଭୁବନେଶରରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଭାଙ୍ଗିପଡ଼ିଛି। ମନ୍ଦିର ଭିତରେ ସେବାୟତ ଥିବା ବେଳେ ଏହି ଅଘଟଣ ଘଟିଛି। ସଂପୂର୍ଣ୍ଣ ଭାବେ ଦଧିନଉତି ଭାଙ୍ଗି ଯାଇଥିବା ସେବାୟତଙ୍କ ପକ୍ଷରୁ ସୂଚନା ମିଳିଛି।

Share