‘ରାମାୟଣ’ ପାଇଁ ଆମିଷ-ମଦ ଛାଡୁଛନ୍ତି ରଣବୀର, ନେଉଛନ୍ତି ସ୍ପେଶାଲ ଟ୍ରେନିଂ

ମୁମ୍ବାଇ: ବଲିଉଡରେ ଏବେ ନୀତୀଶ ତିୱାରୀଙ୍କ ରାମାୟଣକୁ ନେଇ ଚର୍ଚ୍ଚା ଜୋରଶୋରରେ ଚାଲିଛି। ଫିଲ୍ମର ଷ୍ଟାର କାଷ୍ଟକୁ ନେଇ ଚର୍ଚ୍ଚା ଲାଗି ରହିଛି। ଫିଲରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। କିନ୍ତୁ ମାତା ସୀତାଙ୍କ ଠାରୁ ହନୁମାନ ପର୍ଯ୍ୟନ୍ତ ଷ୍ଟାର କାଷ୍ଟର ନାମ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ରାମଙ୍କ ଭୂମିକା ପାଇଁ ରଣବୀର କଠିନ ପରିଶ୍ରମ କରୁଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଅଭିନେତା ତାଙ୍କ ଚରିତ୍ର ଉପରେ କଠିନ ପରିଶ୍ରମ କରୁଛନ୍ତ। ଚରିତ୍ରକୁ କିପରି ଭଲ ଭାବରେ ନିଭାଇପାରିବେ ସେଥିପାଇଁ ସେ ପୁରା ଦମ୍‌ ଲଗାଇଦେଇଛନ୍ତି। ସୁଟିଂସେଟ୍‌କୁ ଯିବା ପୂର୍ବରୁ ରଣବୀର ନିଜକୁ ସବୁ ପ୍ରକାରରେ ପ୍ରସ୍ତୁତ କରୁଛନ୍ତି। ଏହାରି ଭିତରେ ଜଣାପଡିଛି କି, ରଣବୀର ରାମାୟଣ ପାଇଁ ଭଏସ ଓ ଡିକ୍ଟେଶନର ସ୍ବତନ୍ତ୍ର ତାଲିମ ନେଉଛନ୍ତି। ନୀତୀଶ ତିୱାରୀ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଡ଼ିକ୍ସେଶନ ଟ୍ରେନର ନିଯୁକ୍ତ କରିଛନ୍ତି। ଫଇଲ୍ମ ପାଇଁ ପୁରା କର୍ତ୍ତବ୍ୟନିଷ୍ଠ ଭାବେ ମଦ ଓ ଆମିଷ ଛାଡିଦେଇଛନ୍ତି। ଏଥିସହ ସେ ଫିଲ୍ମ ସ୍କ୍ରିପ୍ଟକୁ ଘଣ୍ଟା ଘଣ୍ଟା ପଢି ଭିଡିଓ ପ୍ରସ୍ତୁତ କରି ନୀତୀଶଙ୍କୁ ପଠାଉଛନ୍ତି। ରାମଙ୍କ ଚରିତ୍ରରେ ଅଭିନୟ କରିବା ପାଇଁ ରଣବୀରଙ୍କ ପୋଷାକକୁ ମଧ୍ୟ ବିଶେଷ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri