Posted inUncategorized

ଅଭିନୟ ନୁହେଁ ବରଂ ଏହି କାର୍ଯ୍ୟ କରିବାକୁ ପସନ୍ଦ କରିଥିଲେ ରାଣୀ ମୁଖାର୍ଜୀ, ପରେ ହୋଇଗଲେ ଷ୍ଟାର

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ରାଣୀ ମୁଖାର୍ଜୀ ୨୧ ମାର୍ଚ୍ଚରେ ଜନ୍ମ ହୋଇଥିଲେ। ଆଜି ତାଙ୍କର ୪୩ ତମ ଜନ୍ମଦିନ। ରାଣୀ ୧୬ ବର୍ଷ ବୟସରେ ‘ରାଜା କି ଆଏଗି ବାରତ’ ଫିଲ୍ମରେ ବଲିଉଡରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ ରାଣୀ ଖୁବ୍‌ ଦମ୍‌ଦାର ଅଭିନୟ କରିଥିଲେ। ଏହା ସହିତ ତାଙ୍କର ସୌନ୍ଦର୍ଯ୍ୟ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଥିଲା। ପରେ ସେ ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ।
ରାଣୀ୨୧ ମାର୍ଚ୍ଚ ୧୯୭୮ରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ। ରାଣୀଏକ ଫିଲ୍ମ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଜଣେ ଜଣାଶୁଣା ନିର୍ଦ୍ଦେଶକ। ସାଧାରଣତଃ କୁହାଯାଏ ଯେ, ଚଳଚ୍ଚିତ୍ର ପୃଷ୍ଠଭୂମି ଥିବା ବ୍ୟକ୍ତିମାନେ କାର୍ଯ୍ୟକୁ ସହଜରେ କରିବାକୁ ସକ୍ଷମ ଅଟନ୍ତି । ରାଣୀଙ୍କ ସହ କିଛି ଓଲଟା ଘଟଣା ଘଟିଗଲା ।
କିନ୍ତୁ ବହୁତ କମ ଲୋକ ଜାଣିଥିବେ ଯେ ଚଳଚ୍ଚିତ୍ରରେ ଅଭିନୟ କରିବା ରାଣୀଙ୍କ ପ୍ରଥମ ପସନ୍ଦ ନୁହେଁ। ବାସ୍ତବରେ, ପ୍ରଥମ ସେ ଫ୍ୟାଶନ ଡିଜାଇନର୍‌ ହେବାକୁ ଚାହୁଁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

ଟଙ୍କାରେ ପ୍ରଲୋଭିତ ହେଲେନି ଚାନ୍ଦବାଲିବାସୀ: ସୁଲତା

ଭଦ୍ରକ,୧୬ା୧୧(ସନାତନ ରାଉତ): ରଙ୍ଗ ବଦଳାଇଲେ ଲୋକଙ୍କ ଭଲପାଇବା ନେଇପାରିବେନି କି ସେମାନଙ୍କ ହୃଦୟ ପରିବର୍ତ୍ତନ କରିପାରିବେ ନାହିଁ। ଭଦ୍ରକ ଜିଲା ଧାମରାରେ ବିଜେଡି ପକ୍ଷରୁ ଆୟୋଜିତ...

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି...

ଯାତ୍ରା ଦର୍ଶକଙ୍କୁ ପିଟିଲା ପୋଲିସ

ଚାନ୍ଦବାଲି,୧୦।୧୧(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି କାଳୀପୂଜାରେ ଯାତ୍ରା ଟିକେଟ କାଟିବାକୁ ଆସିଥିବା ଦର୍ଶକଙ୍କୁ ସର୍ବସମ୍ମୁଖରେ ପୋଲିସ ପିଟିଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ...

ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି କଂଗ୍ରେସ: ମୋଦି

ମୁମ୍ବାଇ,୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଜାଲିଆତିରେ...

କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ

ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ...

ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri