Posted inଜାତୀୟ

ମାଲାମାଲ ହେବେ ରଣଜୀ କ୍ରିକେଟର୍‌: ରଣଜୀ ଟ୍ରଫି ଚାମ୍ପିଅନ୍‌ ହେଲେ ପ୍ରତି ଖେଳାଳିଙ୍କ ମିଳିବ ୧ କୋଟି, ବିଏମଡବ୍ଲୁ କାର

ହାଇଦ୍ରାବାଦ୍‌,୨୨।୨: ରଣଜୀ ଟ୍ରଫି ୨୦୨୩-୨୪ର ପ୍ଲେଟ ଗ୍ରୁପ ଫାଇନାଲ ମ୍ୟାଚରେ ହାଇଦ୍ରାବାଦ ମେଘାଳୟକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ତିଳକ ବର୍ମାଙ୍କ ଅଧିନାୟକତ୍ୱରେ ହାଇଦ୍ରାବାଦ ଦଳ ପାଇଁ କେ ନୀତେଶ ରେଡ୍ଡୀ ଏବଂ ପ୍ରଜ୍ଞା ରେଡ୍ଡୀ ଶତକ ହାସଲ କରିଥିଲେ। ଏହି ସମୟରେ ହାଇଦ୍ରାବାଦ କ୍ରିକେଟ ଆସୋସିଏସନ ସଭାପତି ଜଗନ ମୋହନ ରାଓ ଏକ ବଡ଼ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ ମାଧ୍ୟମରେ ଘୋଷଣା କରିଛନ୍ତି ଯେ, ଯଦି ତାଙ୍କ ଦଳ ଆସନ୍ତା ୨ ବର୍ଷରେ ରଣଜୀ ଟ୍ରଫି ଜିତନ୍ତି ତେବେ ପ୍ରତ୍ୟେକ ଖେଳାଳିଙ୍କୁ ୧ କୋଟି ଟଙ୍କା ଏବଂ ବିଏମଡବ୍ଲୁ କାର ଦିଆଯିବ।
ହାଇଦ୍ରାବାଦ କ୍ରିକେଟ ଆସୋସିଏସନ ସଭାପତି ଜଗନ ମୋହନ ରାଓ ଏକ୍ସରେ ଏକ ପୋଷ୍ଟ ୟୋର କରିଛନ୍ତି। ଏହା ମାଧ୍ୟମରେ ସେ ଘୋଷଣା କରିଛନ୍ତି ଯେ, ଆସନ୍ତା ତିନି ବର୍ଷ ମଧ୍ୟରେ ରଣଜୀ ଟ୍ରଫି ଜିତିବା ପରେ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧ କୋଟି ଟଙ୍କା ନଗଦ ଏବଂ ବିଏମଡବ୍ଲୁ ବିଏମଡବ୍ଲୁ କାର ପ୍ରଦାନ କରାଯିବ। ତାଙ୍କ ଘୋଷଣା ଖବର ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ଏହି କ୍ରିକେଟର ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ ସଚିବ ଜୟ ଶାହାଙ୍କୁ ମଧ୍ୟ ଏହି ପୋଷ୍ଟରେ ଟ୍ୟାଗ କରାଯାଇଛି।
ସୂଚନାଯୋଗ୍ୟ ଯେ, ହାଇଦ୍ରାବାଦକୁ ତିଳକ ଭର୍ମା ଅଧିନାୟକତ୍ୱ କରୁଛନ୍ତି। ପ୍ଲେଟ ଗ୍ରୁପ ଫାଇନାଲରେ ତାଙ୍କ ଦଳ ନିକଟରେ ମେଘାଳୟଙ୍କୁ ପରାସ୍ତ କରିଛି।  ପୁରସ୍କାର ବିଷୟରେ ଇଣ୍ଡିଆନ ପ୍ରିମିୟର ଲିଗ ବହୁତ ଆଲୋଚନା ହୋଇଛି। ପ୍ରତ୍ୟେକ ଦଳ ଆଇପିଏଲରେ ଖେଳାଳିଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରନ୍ତି। କିନ୍ତୁ ବର୍ତ୍ତମାନ ରଣଜୀରେ ଏତେ ବଡ ଘୋଷଣା ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼...

ମୋ ପୁଅ ହେବ ମୁଖ୍ୟମନ୍ତ୍ରୀ: କହୁ କହୁ କହିଦେଲେ ଫଡନଭିସଙ୍କ ମା’

ନୂଆଦିଲ୍ଲୀ,୨୩।୧୧: ୨୦୨୪ ମହାରାଷ୍ଟ୍ର ନିର୍ବାଚନରେ ବମ୍ପର ବିଜୟ ହାସଲ କରିଛି ମହାୟୁତି। ବର୍ତ୍ତମାନ ପ୍ରାୟ ସ୍ପଷ୍ଟ ହୋଇଛି, ଭାଜପା ସର୍ବବୃହତ ଦଳ ଭାବରେ ଉଭା ହୋଇଛି।...

ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା...

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ...

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ,...

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ...

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ...

ରାହୁଲ, ଖାର୍ଗେଙ୍କୁ ଲିଗାଲ ନୋଟିସ ପଠାଇଲେ ତାଓ୍ବଡେ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବଦିନ ମୁମ୍ବାଇର ଏକ ହୋଟେଲରେ ଭାଜପା ନେତା ବିନୋଦ ତାଓ୍ବଡେ ଭୋଟ ପାଇଁ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ କଂଗ୍ରେସ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri