Posted inVideo

Ranu Mondal: From station to celebrity status | ଷ୍ଟେସନରୁ ଷ୍ଟାର ରାନୁ ମଣ୍ଡଳ

Featured Video Play Icon

Once captured singing the popular Lata Mangeshkar song ‘Ek Pyaar Ka Nagma Hai’ at a busy platform of Ranaghat railway station in West Bengal few days back, viral singing sensation Ranu Mondal’s fate has changed. She is all set to make her singing debut by lending her voice in Himesh Reshammiya’s upcoming Hindi film ‘Happy Hardy and Heer’.

ସୋସିଆଲ ମିଡିଆ ରାତାରାତି କାହାର ନା କାହାର ଭାଗ୍ୟ ବଦଳାଇ ଦେଉଛି। ଏହାର ଏକ ସଦ୍ୟ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ । ଷ୍ଟେସନରେ ଗୀତ ଗାଇ ନିଜର ଗୁଜୁରାଣ ମେଣ୍ଟ।ଉଥିବା ରାନୁ ନିଜ କଣ୍ଠସ୍ବରରେ ଇଣ୍ଟରନେଟରେ ଚର୍ଚ୍ଚାରେ ଥିବା ବେଳେ ଏବେ ତାଙ୍କୁ ବଲିଉଡରେ ଗୀତ ଗାଇବାର ସୁଯୋଗ ଦେଇଛନ୍ତି ହିମେଶ ରେଶମିୟା ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri