ବନ୍ଧୁକ ଦେଖାଇ ବଳାତ୍କାର

ସଜନାଗଡ଼,୧୮ା୧: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବନ୍ଧୁକ ଦେଖାଇ ବାଇକ୍‌ରେ ଟେକି ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା( ନଂ.୨୮/୨୧) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ନାବାଳିକା ତାଙ୍କ ଭାଇ ସହ ନୀଳଗିରି ଥାନା ଅଞ୍ଚଳର ଭଉଣୀ ଘରକୁ ବୁଲିବାକୁ ଆସିଥିଲେ। ପରେ ସେଠାରୁ ସେମାନେ ପିଉସୀ ଘରକୁ ଯାଇ ଫେରୁଥିବା ବେଳେ କଣ୍ଠିଆଟିକିରି ଛକରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ମାଡ ମାରିଥିଲେ। ପରେ ସେମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ନାବାଳିକା ଭଉଣୀଙ୍କୁ ପଞ୍ଚଲିଙ୍ଗେଶ୍ୱର ପୀଠ ନିକଟସ୍ଥ ପାନ୍ଥଶାଳା ପଛପଟ ଜଙ୍ଗଲକୁ ବାଇକରେ ନେଇଯାଇଥିଲେ। ସେଠାରେ ସେମାନେ ବଳାତ୍କାର କରିଥିଲେ। ହେଲେ ନାବାଳିକା ଜଣକ କୌଶଳକ୍ରମେ ସେଠାରୁ ଖସି ଆସିଥିଲେ। ନିକଟସ୍ଥ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ନୀଳଗିରି ଥାନା ଜିମା ଦେଇଛନ୍ତି। ଆହତ ଭାଇ ଥାନାରେ ଅଭିଯୋଗ କରିବା ପରେ ଥାନା ଅଧିକାରୀ ପ୍ରଭଞ୍ଜନ ବେହେରା ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

ଭତ୍ତା ଦେବା ପାଇଁ ଘରେ ଆଣି ରଖିଥିଲେ ୩ ଲକ୍ଷ ଟଙ୍କା, ନେଇଗଲେ ଦୁର୍ବୃତ୍ତ

କୁଆଁରମୁଣ୍ଡା,୧୪ା୧୧(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ପୌରପାଳିକା କର୍ମଚାରୀ ବିଶ୍ୱଜିତ ସାମନ୍ତରାୟଙ୍କ ଘରୁ ୩ ଲକ୍ଷ ଭତ୍ତା ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି।...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri