ଛେଳିଆ ଡୁବୁରୀ ପାହାଡ଼ରେ ଦୁର୍ଲଭ ଧାତୁ

ନୟାଗଡ଼/ଭାପୁର,୧୬।୯(ଲୋକନାଥ ମିଶ/ଭରତ କୁମାର ବେହେରା): ନୟାଗଡ ଜିଲା ଭାପୁର ବ୍ଳକ ବାଇଗୁଣିଆ ପଞ୍ଚାୟତ ଖୁଣ୍ଟୁପଡା ନିକଟସ୍ଥ ଛେଳିଆ ଡୁବୁରୀ ପାହାଡରେ ଏକ ଦୁର୍ଲଭ ଧାତୁ ରହିଛି । ଦୁଲର୍ଭ ଧାତୁର ନାଁ କ’ଣ ଜଣାପଡିନି । ଏହି ଧାତୁ ମାଟି ତଳୁ ମିଳିବାରେ ଭାରତରେ ଭାପୁର ହେଉଛି ୨ୟ ବୋଲି କୁହାଯାଉଛି । ସଂପୃକ୍ତ ଧାତୁକୁ ମୋବାଇଲ ଓ ଲ୍ୟାପଟପରେ ବ୍ୟବହାର କରାଯାଉଛି । ତେବେ ପୂର୍ବରୁ ଏଠାରେ ସାର୍ଟେଲାଇଟ୍‌ ରିପୋର୍ଟ ଆଧାରରେ ଗ୍ରାଫାଇଟ ରହିଥିବା ଜଣାପଡିଥିଲା। ପରେ ଛେଳିଆ ଡୁବୁରୀ ପାହାଡରେ ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆର କୋଲକତାରେ ଥିବା ପୂର୍ବାଞ୍ଚଳ ଶାଖା ପରିଚାଳନାରେ ପ୍ରାୟ ଅଢ଼େଇ ମାସ ତଳେ ଖନନ ହୋଇଥିଲା । ଡୁବୁରୀ ପାହାଡର ୩ଟି ସ୍ଥାନରେ ୭୦, ୭୧ ଓ ୬୧ ମିଟର ପର୍ଯ୍ୟନ୍ତ ଖନନ ହୋଇଥିଲା । ପ୍ରତି ୧୦ ମିଟର ଲେଖାଏଁ ଖନନ ହୋଇଥିବା ମାଟିକୁ ସ୍ବତନ୍ତ୍ର ବାକ୍ସରେ ରଖି ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ପରୀକ୍ଷାଗାରକୁ ପଠାଯାଇଥିଲା । ଏବେ ୪ର୍ଥ ସ୍ଥାନରେ ମଧ୍ୟ ଖନନ ଜାରି ରହିଛି । ପରୀକ୍ଷାରୁ ଏହା ଦୁର୍ଲଭ ଧାତୁ ବୋଲି ବିଶ୍ୱସ୍ତ ସୁତ୍ରରୁ ଜଣାପଡିଛି ।
ତେବେ ଏହାକୁ ବିଧିବଦ୍ଧ ଭାବେ ଘେଷଣା କରାଯାଇନାହିଁ । ଖନନ କାର୍ଯ୍ୟ ଦାୟିତ୍ୱରେ ଥିବା ଅଧିକାରୀଣୀ ମୌସୁମୀ ବାନାର୍ଜୀଙ୍କୁ ଏନେଇ ପଚାରିବାରୁ କିଛି ନ କହି ଏଡାଇ ଯାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri