ଯଦି ସନ୍ତୋଷ ଭୁଲ କରିନାହାନ୍ତି କାହିଁକି ସେ ସାମ୍ନାକୁ ଆସୁନାହାନ୍ତି’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ସାଙ୍ଗ ଓ ସାଥୀ କଳାକାର । ରଶ୍ମିଙ୍କ ସାଥୀ କଳାକାର ଡାନି କହିଛନ୍ତି, ରଶ୍ମି ଖୁବ ଭଲ ପିଲା ଥିଲେ। ତାଙ୍କ ମୃତ୍ୟୁ ହୋଇଯାଇଥିବା ସହଜରେ ବିଶ୍ବାସ କରିହେଉ ନାହିଁ। ରଶ୍ମି ଖୁବ ଭଲ ଅଭିନୟ କରୁଥିଲେ । ତାଙ୍କର କ୍ୟାରିୟର ଓ ପରିବାରକୁ ନେଇ ସେ ଖୁବ ଖୁସି ଥିଲେ । ହଠାତ୍‌ ତାଙ୍କ ଆତ୍ମହତ୍ୟାକୁ ଗ୍ରହଣ କରିହେଉନି ବୋଲି ସେ କହିଛନ୍ତି । ଏହାସହ ତାଙ୍କ ସ୍ବାମୀ ସନ୍ତୋଷ ପାତ୍ରଙ୍କ ସହ ଝଗଡ଼ା ହୋଇଥିଲା। ଯଦି ସନ୍ତୋଷ କିଛି ଭୁଲ କରିନାହାନ୍ତି ତେବେ ସେ କାହିଁକି ସାମ୍ନାକୁ ଆସୁନାହାନ୍ତି ବୋଲି ଡାନି ପ୍ରଶ୍ନ କରିଛନ୍ତି ?


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି...

ଭାଙ୍ଗିଲା କଲେଜ ପରିଚାଳନା କମିଟି

ଭୁବନେଶ୍ୱର,୨୪।୧୨(ସୁଚିସ୍ମିତା ସାହୁ): ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି...

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri