Posted inଜାତୀୟ

୮୬ ବର୍ଷ ବୟସରେ ରତନ ଟାଟାଙ୍କ ପରଲୋକ

ମୁମ୍ବାଇ,୯ା୧୦: ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ଖବର ଆସିଥିଲା। କିଛି ଘଣ୍ଟା ପରେ ସେ ପୃଥିବୀରୁ ବିଦାୟ ନେବାର ଖବର ଆସିଛି। ରତନ ଟାଟାଙ୍କ ବିୟୋଗ ଦେଶ ପାଇଁ ଏକ ବଡ କ୍ଷତି। ତେବେ ଦେଶ ତାଙ୍କୁ କେବେବି ଭୁଲି ପାରିବ ନାହିଁ। ସେ ଦେଶ ପାଇଁ ଅନେକ ମହତ୍ କାର୍ଯ୍ୟ କରିଥିଲେ।

ଟାଟା ଗ୍ରୁପକୁ ଏତେ ଉଚ୍ଚତାକୁ ନେବାରେ ରତନ ଟାଟା ସବୁଠାରୁ ବଡ ଭୂମିକା ଗ୍ରହଣ କରିଥିଲେ। ସେ ଦେଶ ତଥା ସାଧାରଣ ଲୋକଙ୍କ ପାଇଁ ଏପରି ଅନେକ କାର୍ଯ୍ୟ କରିଥିଲେ, ଯାହା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ। ରତନ ଟାଟା ଜଣେ ଉଦାର ବ୍ୟକ୍ତି ଥିଲେ ଏବଂ ଅସୁବିଧା ସମୟରେ ଦେଶକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ରତନ ଟାଟା

ମୁମ୍ବାଇ,୯ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଏନେଇ ଖବର ସରବରାହ ସଂସ୍ଥା ରିଉଟର୍ସ ରିପୋର୍ଟ କରିଛି।...

ଇଣ୍ଡିଆ ମେଣ୍ଟରେ ଫାଟ: ସବୁଠାରୁ ବଡ଼ ଝଟ୍‌କା ରାହୁଲଙ୍କୁ ଦେଇଦେଲେ ଅଖିଳେଶ

ନୂଆଦିଲ୍ଲୀ,୯।୧୦: ହରିୟାଣାରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିବା ପରେ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ...

ହରିୟାଣା ଫଳାଫଳ ପରେ କଂଗ୍ରେସକୁ ବଡ଼ ଝଟ୍‌କା, ବଡ଼ ଆକ୍ସନ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧୦: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢିବ ଆମ ଆଦମୀ ପାର୍ଟି। ଅରବିନ୍ଦ କେଜରିୱାଲ ଇଣ୍ଡିଆ ମେଣ୍ଟର ସଦସ୍ୟ ହୋଇଥିଲେ...

ଏକ ଦେଶ ଏକ ନିର୍ବାଚନ

ଭାରତରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ...

ହରିୟାଣାରେ ବଢିଲା ଭାଜପାର ବଳ, ପଦ୍ମ ଧରିଲେ ୩ ନେତା

ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭାର ଫଳାଫଳ ପରେ ଭାଜପା ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ...

ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…

ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ...

ରାହୁଲ ଆଣିଥିଲେ ଜିଲାପି, ମୁଡ୍‌ ବଦଳାଇଦେଲେ ମୋଦି

ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନ ଫଳାଫଳ ଭାଜପା ସପକ୍ଷରେ ଯିବା ପରେ ଚାରିଆଡେ ଜିଲାପିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି ଯେ,...

ହ୍ୟାଟ୍ରିକ୍‌ ବିଜୟ ପରେ ବି ହରିୟାଣାରେ ଭାଜପାକୁ ବଡ଼ ଝଟ୍‌କା: ଜାଣନ୍ତୁ କ’ଣ ଘଟିଲା

ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭା ନିର୍ବାଚନରେ ୨୦୨୪ରେ ଭାଜପା ଏକ ବଡ ବିଜୟ ହାସଲ କରିଛି। କିନ୍ତୁ ମୁଖ୍ୟମନ୍ତ୍ରୀ ନାୟାବ ସିଂ ସାଇନି ମନ୍ତ୍ରୀମଣ୍ଡଳର ୧୦ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri