ଆସୁଛି ରଥଯାତ୍ରା: ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ,୧୦।୬: ରଥଯାତ୍ରାକୁ ଆଉ ଅଳ୍ପ ଦିନ । ଏ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଏହିକ୍ରମରେ ଶନିବାର ଶ୍ରୀମନ୍ଦିର ସମ୍ମୁଖରେ ମକଡ୍ରିଲ ହୋଇଛି। ପୁରୀ ଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଏଥିରେ ସାମିଲ ହୋଇଛନ୍ତି।
ସୂଚନା ଅନୁଯାୟୀ, ଚଳିତ ବର୍ଷ ରଥଯାତ୍ରାରେ ସମୁଦାୟ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ।
ଏ ନେଇ ରାପିଡ ଆକ୍ସନ ଫୋର୍ସ ପକ୍ଷରୁ ମକ ଡ୍ରିଲ କରାଯାଇଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ଉପସ୍ଥିତିରେି ମକ ଡ୍ରିଲ ହୋଇଛି। ରାପିଡ ଆକ୍ସନ ଫୋର୍ସର ୩ କମ୍ପାନୀକୁ ନେଇ ଶ୍ରୀମନ୍ଦିର ସିଂହଦାର ସମ୍ମୁଖରେ ମକଡ୍ରିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ...

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ...

ଅଳିଆ ଗଦାରେ ଦାରିଙ୍ଗବାଡି: ପରିମଳ ନିୟନ୍ତ୍ରଣ ପାଇଁ ନିବେଦନ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ)-ଅଳିଆ ଗଦାରେ ଦାରିଙ୍ଗବାଡି। ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ରହିଥିବା ଦାରିଙ୍ଗବାଡି ଏବେ ପରିବେଶ ଦୂଷିତ ହେବାରେ ଲାଗିଛି। ସହରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri