ରଥଯାତ୍ରା ନୀତି ନିର୍ଘଣ୍ଟ ନେଇ ବସିଲା ପରିଚାଳନା କମିଟି ବୈଠକ

ପୁରୀ ଅଫିସ, ୭।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ହୋଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପିଙ୍କ ସମେତ ବିଭିନ୍ନ ସେବାୟତ ପ୍ରତିନିଧି ଓ ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଅଛନ୍ତି । ପରିଚାଳନା କମିଟି ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ କରାଯିବ । ଏଥିସହ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ସମାପନ କରାଯିବ ସେନେଇ ମଧ୍ୟ ଆଲୋଚନା କରାଯିବ । ଏହାଛଡ଼ା ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ...

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ...

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା...

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା...

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri