ରଥାରୁଢ ହେଲେ ତିନି ଠାକୁର: କିଛି ସମୟ ପରେ ଛେରାପହଁରା

ପୁରୀ ଅଫିସ୍‌,୧୨।୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆଜି ଅନୁଷ୍ଠିତ ହେଉଛି। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଥିଲା। ଏହାପରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ମା’ ସୁଭଦ୍ରା ଏବଂ ପରେ ଜଗନ୍ନାଥଙ୍କୁ ପହଣ୍ଡି କରି ରଥକୁ ନିଆଯାଇଛି। ଧାଡ଼ି ପହଣ୍ଡିରେ ରଥକୁ ବିଜେ କରିଛନ୍ତି ଶ୍ରୀଜିଉ। ସୂଚନାଯୋଗ୍ୟ, ଶୃଙ୍ଖଳିତ ଯାତ୍ରା ପାଇଁ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇ ପ୍ରାୟ ୬୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri