ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ରାଶନକାର୍ଡ ମିଳିଲା

ଜୁନାଗଡ,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଆଟିଗଁାର ଜ୍ୟୋତ୍ସ୍ନା ଦୀପ ନାମ୍ନୀ ଜଣେ ମହିଳାଙ୍କୁ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରାଶନ କାର୍ଡ ବ୍ୟବସ୍ଥା କରାଯାଇଛନ୍ତି। ଗରିବ ଶ୍ରେଣୀର ଏହି ମହିଳା ଜଣକ ରାଶନ କାର୍ଡ ନ ଥିବାରୁ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚତ୍ତ ହେଉଥିବା ହ୍ବାଟ୍ସଆପ୍‌ ମାଧ୍ୟମରେ ମନ୍ତ୍ରୀଙ୍କୁ ଅଭିଯୋଗ କରିବା ସହ ରାଶନ କାର୍ଡଟିଏ ପାଇଁ ନିବେଦନ କରିଥିଲେ। ମନ୍ତ୍ରୀ ମିଶ୍ର ଏହା ଜାଣିବା ପରେ ଅଭିଯୋଗକୁ ଗୁରୁତର ସହ ଗ୍ରହଣ କରିବା ସହ ରାଶନ କାର୍ଡର ବ୍ୟବସ୍ଥା କରାଇଛନ୍ତି। ମଙ୍ଗଳବାର ଜ୍ୟୋତ୍ସ୍ନାଙ୍କ ସ୍ବାମୀ ଜିତେନ୍ଦ୍ର ଦୀପ ଚାଉଳ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଦଫା ଦାବି ନେଇ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍‌ ଫୋରମ୍‌

କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍‌ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର...

ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ

ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’...

ଛାତ୍ରୀଙ୍କୁ ବଳାତ୍କାର କରି ଶିକ୍ଷକ ଗିରଫ

ଲାଞ୍ଜିଗଡ଼,୨୦।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ଏକ ହାଇସ୍କୁଲରେ ଜଣେ ନାବାଳିକା ସ୍କୁଲ ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ...

ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି

ରୁପ୍ରାରୋଡ୍‌,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍‌ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍‌ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର...

ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):  ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ...

ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ

ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା...

୩ଟି ମନ୍ଦିରର ରତ୍ନମୁଦ ଉତ୍ସବ: ଶ୍ରଦ୍ଧାଳୁଙ୍କ ମଧ୍ୟ ଉତ୍ସାହ

ଥୁଆମୂଳ ରାମପୁର,୧୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଆଦି ପୀଠ ଶକ୍ତି ପୀଠ ମହାମାଇ ମାଁ ମାଣିକେଶ୍ବରୀ ବିଜେ ଥୁଆମୂଳ ରାମପୁର, ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ...

ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ତାଲିମ

କର୍ଲାମୁଣ୍ଡା,୧୭ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍‌ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image