Posted inଖେଳ

ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ,୩୦ା୬: ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି ଗତ କାଲି ମ୍ୟାଚ୍ ସାରିବା ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ। ଏବେ ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ମଧ୍ୟ ଅବସର ଘୋଷଣା କରିଛନ୍ତି। ଜାଡେଜା ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।

ଜାଡେଜା ୨୦୦୯ରେ ଅନ୍ତର୍ଜାତୀୟ ଟି୨୦ ରେ ପ୍ରବେଶ କରିଥିଲେ। ଶ୍ରୀଲଙ୍କା ବିପକ୍ଷରେ ସେ ତାଙ୍କର ପ୍ରଥମ ମୁକାବିଲା ଖେଳିଥିଲେ। ପ୍ରଥମ ମ୍ୟାଚରେ ସେ ୪ ଓଭର ବୋଲିଂ କରି ୨୯ ରନ ବ୍ୟୟ କରିଥିବା ବେଳେ କୌଣସି ୱିକେଟ୍ ପାଇ ନଥିଲେ। ସେହିପରି ବ୍ୟାଟିଂ କରି ୭ ବଲରେ ୫ ରନ୍ ସ୍କୋର କରିଥିଲେ।

ଶନିବାର ଟି୨୦ ବିଶ୍ୱକପ ଫାଇନାଲ ମୁକାବିଲାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ବ୍ୟାଟିଂ କରି ଜାଡେଜା ଦୁଇ ରନ୍ ସ୍କୋର କରିଥିବା ବେଳେ ଗୋଟିଏ ଓଭର ବୋଲିଂ କରି ୧୨ ବ୍ୟୟରେ କୌଣସି ୱିକେଟ୍ ପାଇନଥିଲେ। ଜାଡେଜା ଭାରତ ପାଇଁ ୭୪ଟି ଟି-ଟ୍ୱେଣ୍ଟି ଖେଳି ୫୧୫ ରନ୍ ସଂଗ୍ରହ, ନେଇଛନ୍ତି ୫୪ ୱିକେଟ୍ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆର ବିଜୟ ପରେଡରେ ଲାଗିଲା ଚୁନା, ୬୦ରୁ ଅଧିକ ଲୋକଙ୍କ ମୋବାଇଲ ଗାଏବ

ମୁମ୍ବାଇ,୬।୭: ମୁମ୍ବାଇରେ ଭାରତୀୟ କ୍ରିକେଟ ଦଳର ଉତ୍ସବରେ ଯୋଗଦେବା ଅନେକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆପଣ ଭାବୁଛନ୍ତି ଏହା କାହିଁକି କୁହାଯାଉଛି ।...

ରାହୁଲ ଦ୍ରାବିଡଙ୍କୁ କୋଚ କରିବା ପାଇଁ ପ୍ରସ୍ତାବ ଦେଲେ ପାକିସ୍ତାନ ସାମ୍ବାଦିକ: ଲୋକେ କହିଲେ…

ନୂଆଦିଲ୍ଲୀ,୬।୭: ଭାରତୀୟ କ୍ରିକେଟ ଦଳ ସହ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟରେ ଟିମ ଇଣ୍ଡିଆ ଟି...

କୋହଲିଙ୍କଠାରୁ ଏମିତି କଥା ଶୁଣି ଖୁସି ହୋଇଗଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ...

ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଭାରତୀୟ କ୍ରିକେଟ୍‌ ଟିମ୍‌କୁ ୧୧ କୋଟି

ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍‌ ଟିମ୍‌ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

ଗଛରେ ଚଢ଼ି ଏଭଳି କିଛି ଦୃଶ୍ୟ କଏଦ କରିଥିଲେ ପ୍ରଶଂସକ, Video ସାମ୍ନାକୁ ଆସିବା ପରେ…

ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍‌ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ...

ବିଧାନସଭା ଭିତରେ ମରାଠିରେ ଏମିତି କହିଦେଲେ ରୋହିତ, ମୁଖ୍ୟମନ୍ତ୍ରୀ…

ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍‌କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା...

ବିଶ୍ୱ ବିଜେତା ହୋଇ ଘରକୁ ଫେରିଲେ ହିଟ୍‌ମ୍ୟାନ୍‌, ଫୁଲ ବିଛାଇ ସ୍ବାଗତ କଲେ…

ନୂଆଦିଲ୍ଲୀ,୫।୭: ଟିମ୍‌ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍‌ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri