ବିଶ୍ୱରେ ‘ବେଷ୍ଟ ବ୍ୟାଙ୍କର୍‌’ ଭାବେ ସମ୍ମାନିତ ହେଲେ ଆରବିଆଇ ମୁଖ୍ୟ ଶକ୍ତିକାନ୍ତ ଦାସ, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୯: ଦେଶ ପାଇଁ ଗର୍ବ ଆଣିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମୁଖ୍ୟ ଶକ୍ତିକାନ୍ତ ଦାସ। ଓଡିଆ ପୁଅ ତଥା ଆରବିଆଇର ଗଭର୍ଣ୍ଣର ଭାବେ ଅନ୍ତର୍ଜାତୀୟ ସ୍ତରରେ ଲୋକପ୍ରିୟ ହୋଇଛନ୍ତି। ଆମେରିକୀୟ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଶକ୍ତିକାନ୍ତଙ୍କୁ ସର୍ବଭାରତୀୟ ସ୍ତରରେ ଶୀର୍ଷ କେନ୍ଦ୍ରୀୟ ବ୍ୟାଙ୍କର ଭାବେ ମାନ୍ୟତା ଦିଆଯାଇଛି। ଗ୍ଲୋବାଲ ଫାଇନାନ୍ସ ରିପୋର୍ଟରେ ତାଙ୍କୁ ‘ଏ +’ ରେଟିଂ ଦିଆଯାଇଛି।

ବିଶ୍ୱର ଶ୍ରେଷ୍ଠ ବ୍ୟାଙ୍କର୍‌ ଭାବେ ମାନ୍ୟତା ପାଇଥିବାରୁ ଶକ୍ତିକାନ୍ତଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭାରତ ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ, ଯାହା ବିଶ୍ୱରେ ଏହା ଆମର ଆର୍ଥିକ ନେତୃତ୍ୱକୁ ପ୍ରତିଫଳିତ କରିଥାଏ। ଶକ୍ତିକାନ୍ତଙ୍କ ଉତ୍ସର୍ଗ ଏବଂ ଦୂରଦୃଷ୍ଟି ଆମ ଦେଶର ବିକାଶ ପଥକୁ ମଜବୁତ କରିବ।

ଏ+ ରେଟିଂ ଦିଆଯାଇଥିବା ତିନୋଟି କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣରଙ୍କ ତାଲିକାରେ ଶକ୍ତିକାନ୍ତ ଶୀର୍ଷରେ ରହିଛନ୍ତି। ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର୍ସ ରିପୋର୍ଟ କାର୍ଡ ୨୦୨୩ ଅନୁଯାୟୀ ‘ଏ+’ ଗ୍ରେଡ ଅର୍ଜନ କରୁଥିବା ବ୍ୟାଙ୍କ ଗଭର୍ଣ୍ଣରମାନଙ୍କ ମଧ୍ୟରେ ଭାରତର ଶକ୍ତିକାନ୍ତ ଦାସ, ଥୋମାସ ଜେ. ଜୋର୍ଡାନ (ସ୍ବିଜରଲ୍ୟାଣ୍ଡ), ନଗୁଏନ ଥି ହଙ୍ଗ (ଭିଏତନାମ) ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri