ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୯।୧୦: ଭାରତର ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ନୀତି ସୁଧ ହାରରେ କୌଣସି ପରିବର୍ତ୍ତନ କରିନାହିଁ। ଏମ୍‌ପିସି ୫୧ତମ ବୈଠକରେ ଆଲୋଚନା ପରେ ରେପୋ ହାର ୬.୫%ରେ ରଖାଯାଇଥିଲା। ଗୁରୁବାର ତିନି ଦିନିଆ ଏମସିସି ବୈଠକ ପରେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି। ଏହି ଆଭିମୁଖ୍ୟକୁ ନିରପେକ୍ଷ ରଖିବାକୁ ସମସ୍ତ ଏମପିସି ସଦସ୍ୟ ରାଜି ହୋଇଥିଲେ।

ଅକ୍ଟୋବର ୭ରେ ଆରମ୍ଭ ହୋଇଥିବା ଏମ୍‌ପିସି ବୈଠକରେ ବଜାର ଧ୍ୟାନ ରଖିଥିଲା କାରଣ ଗତ ନଅଟି ବୈଠକ ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ରେପୋ ହାରକୁ ୬.୫୦ ପ୍ରତିଶତରେ ସ୍ଥିର ରଖିଛି। ପୂର୍ବ ବୈଠକରେ ଆର୍ଥିକ ଅଭିବୃଦ୍ଧିର ଆବଶ୍ୟକତା ସହିତ ମୁଦ୍ରାସ୍ଫୀତି ଚିନ୍ତାଧାରାକୁ ସନ୍ତୁଳିତ କରିବା ପାଇଁ ଆରବିଆଇ ଏକ ସତର୍କତା ଅବଲମ୍ବନ କରିଛି। ଏଥର ଏମ୍‌ପିସି ବିଚାର କରୁଥିବା ମୁଖ୍ୟ କାରଣଗୁଡ଼ିକ ହେଉଛି କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଚାପ, ବିଶେଷକରି ଖାଦ୍ୟ ମୂଲ୍ୟ ଏବଂ ବିଶ୍ୱ ଅର୍ଥନୈତିକ ଅନିଶ୍ଚିତତା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟରେ ଫାଟ: ସବୁଠାରୁ ବଡ଼ ଝଟ୍‌କା ରାହୁଲଙ୍କୁ ଦେଇଦେଲେ ଅଖିଳେଶ

ନୂଆଦିଲ୍ଲୀ,୯।୧୦: ହରିୟାଣାରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିବା ପରେ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ...

ହରିୟାଣା ଫଳାଫଳ ପରେ କଂଗ୍ରେସକୁ ବଡ଼ ଝଟ୍‌କା, ବଡ଼ ଆକ୍ସନ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧୦: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢିବ ଆମ ଆଦମୀ ପାର୍ଟି। ଅରବିନ୍ଦ କେଜରିୱାଲ ଇଣ୍ଡିଆ ମେଣ୍ଟର ସଦସ୍ୟ ହୋଇଥିଲେ...

ଏକ ଦେଶ ଏକ ନିର୍ବାଚନ

ଭାରତରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ...

ହରିୟାଣାରେ ବଢିଲା ଭାଜପାର ବଳ, ପଦ୍ମ ଧରିଲେ ୩ ନେତା

ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭାର ଫଳାଫଳ ପରେ ଭାଜପା ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ...

ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…

ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ...

ରାହୁଲ ଆଣିଥିଲେ ଜିଲାପି, ମୁଡ୍‌ ବଦଳାଇଦେଲେ ମୋଦି

ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନ ଫଳାଫଳ ଭାଜପା ସପକ୍ଷରେ ଯିବା ପରେ ଚାରିଆଡେ ଜିଲାପିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି ଯେ,...

ହ୍ୟାଟ୍ରିକ୍‌ ବିଜୟ ପରେ ବି ହରିୟାଣାରେ ଭାଜପାକୁ ବଡ଼ ଝଟ୍‌କା: ଜାଣନ୍ତୁ କ’ଣ ଘଟିଲା

ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭା ନିର୍ବାଚନରେ ୨୦୨୪ରେ ଭାଜପା ଏକ ବଡ ବିଜୟ ହାସଲ କରିଛି। କିନ୍ତୁ ମୁଖ୍ୟମନ୍ତ୍ରୀ ନାୟାବ ସିଂ ସାଇନି ମନ୍ତ୍ରୀମଣ୍ଡଳର ୧୦ ଜଣ...

‘ଯେତେ ହିନ୍ଦୁ ବିଭାଜିତ ହେବେ, କଂଗ୍ରେସକୁ ସେତେ ଫାଇଦା ହେବ’ ଏମିତି କାହିଁକି କହିଲେ ପିଏମ୍‌ ମୋଦି

ନୂଆଦିଲ୍ଲୀ,୯।୧୦: ହରିୟାଣାରେ କ୍ଷମତା ହାସଲ କରିବା ପରେ ବର୍ତ୍ତମାନ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ଭାଜପା ଆଖି ରହିଛି। ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଡିଜିଟାଲ ମାଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri