ଆର୍‌ସିବିର ନୂଆ ଅଧିନାୟକ ହେଲେ ଡୁ’ ପ୍ଲେସି

ବେଙ୍ଗାଲୁରୁ, ୧୨ା୩-ଆସନ୍ତା ଆଇପିଏଲ୍‌ ସଂସ୍କରଣ ପାଇଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଶନିବାର ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ୍‌ ଡୁ’ପ୍ଲେସିଙ୍କୁ ସେମାନଙ୍କ ନୂଆ ଅଧିନାୟକ ଭାବେ ନିଯୁକ୍ତି ଦେଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ଡୁ’ପ୍ଲେସି ଜଣେ ସ୍ଥିର ପ୍ରଦର୍ଶନକାରୀ ଖେଳାଳି ଥିଲେ। ଦଶନ୍ଧି ଧରି ଫ୍ରାଞ୍ଚାଇଜର ନେତୃତ୍ୱ ନେଇ ଆସୁଥିବା ବିରାଟ କୋହଲି ଏବେ ତାଙ୍କ ପଦରୁ ହଟିଯାଇଛନ୍ତି। ତାଙ୍କ ସ୍ଥାନରେ ଡୁ’ପ୍ଲେସି ପ୍ରଥମ ପସନ୍ଦ ଥିଲେ। ୩୭ ବର୍ଷୀୟ ଡୁ’ପ୍ଲେସି ଇତିମଧ୍ୟରେ ୧୦୦ ଆଇପିଏଲ ମ୍ୟାଚ୍‌ ଖେଳିସାରିଛନ୍ତି। ୧୩୧ରୁ ଅଧିକ ଷ୍ଟ୍ରାଇକ୍‌ ରେଟ୍‌ରେ ସେ ୨୯୩୫ ରନ ସ୍କୋର କରିଛନ୍ତି। ଗତବର୍ଷ ସିଏସ୍‌କେର ଆଇପିଏଲ୍‌ ବିଜୟ ଅଭିଯାନରେ ସେ ୬୩୩ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri