Categories: ଖେଳ

ଆରସିବିକୁ ୨୦୧ ରନର ଟାର୍ଗେଟ୍‌ ଦେଲା କେକେଆର

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ ବ୍ୟାଟିଂ କରିଥିଲା। ତେବେ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୦ ରନ୍‌ କରିଛି। ଫଳରେ ବାଙ୍ଗାଲୋର ପାଇଁ ୨୦୧ ବିଜୟ ଲକ୍ଷ୍ୟ ରହିଛି।

Share