Categories: ଖେଳ

ଟସ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ସହିତ ମୁହାଁମୁହିଁ ହୋଇଛନ୍ତି। ଟସ ଜିତି ଆରସିବି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ସେହିପରି ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଡିସି ବୋଲିଂ ଆରମ୍ଭ କରିଛି।

Share