ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୧।୯: ରିଅଲ୍‌ମିର ନୂତନ ଉତ୍ପାଦ ‘ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଓ ରିଅଲ୍‌ମି ବଡ୍‌ସ ଟି୩୦୦’କୁ ନିକଟରେ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରାଯାଇଛି। ବିଶେଷ କରି ନେକ୍ସଟ୍‌ ୫ଜି ସ୍ପିଡ୍‌ ଫ୍ରଣ୍ଟିୟର୍‌, ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଭାରତୀୟ ଯୁବପିଢ଼ିଙ୍କ ଚାହିଦା ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଉତ୍ସର୍ଗୀକୃତ ରହିଛି, ଯାହା ପରବର୍ତ୍ତୀ ପିଢ଼ିର ଟେକ୍ନୋଲୋଜି କ୍ଷେତ୍ରରେ ଏକ ଅଗ୍ରଗାମୀ ଭାବେ କମ୍ପାନୀର ସ୍ଥିତିକୁ ସୁଦୃଢ଼ କରୁଛି।

ରିଅଲ୍‌ମି ବଡ୍‌ସ ଟି୩୦୦କୁ ଏକ ଅତ୍ୟାଧୁନିକ ଡିଜାଇନ୍‌ ଓ ଚମତ୍କାର ସାଉଣ୍ଡ କ୍ୱାଲିଟି ସହ ନିର୍ମାଣ କରାଯାଇଛି, ଯାହା ଗ୍ରାହକଙ୍କୁ ଏକ ନିମଜ୍ଜିତ ଅଡିଓ ଅଭିଜ୍ଞତା ପ୍ରଦାନ କରୁଛି। ଉଲ୍ଲେଖଯୋଗ୍ୟ, ରିଅଲ୍‌ମି ନାର୍‌ଜୋ ୬୦ ଏକ୍ସ ୫ଜିରେ ୩୩ୱାଟ୍‌ ସୁପର୍‌ଭିଓଓସି, ବିଶାଳ ୫୦୦୦ଏମ୍‌ଏଏଚ୍‌ ବ୍ୟାଟେରି, ୫୦ଏମ୍‌ପି ଏଆଇ କ୍ୟାମେରା ଓ ମିଡିଆଟେକ୍‌ ଡାଇମେନ୍‌ସିଟି ୬୧୦୦+ ୫ଜି ଚିପ ସେଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ...

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ...

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ...

ଏମ୍‌ପିସିଇରେ ଉଲ୍ଲେଖନୀୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୨୮।୧୨: କ୍ରମାଗତ ଭାବେ ଦେଶର ମାସିକ ମୁଣ୍ଡ ପିଛା ଉପଯୋଗ ବ୍ୟୟ (ଏମ୍‌ପିସିଇ)ର ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଗତ ୧ ଦଶନ୍ଧି ମଧ୍ୟରେ ଦେଶରେ ଏମ୍‌ପିସିଇ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ...

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri